1 Peter 4:9 — Compare Translations
7 translations compared side by side
Odia - 1840
"ପ୍ ରମେ ଅନକେ ପାପ ଆଚ୍ଛାଦିତ କରେ। କୌଣସି ପ୍ରକାରର ଆପତ୍ତି ନ ଉଠାଇ ପରସ୍ପରକୁ ନିଜ ଘରକୁ ସ୍ବାଗତ ଜଣାଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କୁଣ୍ଠିତ ନ ହୋଇ ପରସ୍ପରର ଆତିଥ୍ୟ କର;
Odia BSI (ପବିତ୍ର ବାଇବଲ (CL) NT (BSI))
ଅକୁଣ୍ଠିତ ଚିତ୍ତରେ ପରସ୍ପରର ଆତିଥ୍ୟ କର। ଈଶ୍ୱର ତୁମ ପ୍ରତ୍ୟେକଙ୍କୁ ବିଶେଷ ବିଶେଷ ଦାନ ଦେଇଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରେମ ଅନେକ ପାପ ଆଚ୍ଛାଦିତ କରେ। କୌଣସି ପ୍ରକାରର ଆପତ୍ତି ନ ଉଠାଇ ପରସ୍ପରକୁ ନିଜ ଘରକୁ ସ୍ୱାଗତ ଜଣାଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କୁଣ୍ଠିତ ନ ହୋଇ ପରସ୍ପରର ଆତିଥ୍ୟ କର;
Odia IRV 2017 (ଓଡିଆ ବାଇବେଲ)
କୁଣ୍ଠିତ ନ ହୋଇ ପରସ୍ପରର ଆତିଥ୍ୟ କର;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಎಕಾಮಾಕಾಕ್ನಿ ತುಮ್ಚ್ಯಾ ಘರಾಕ್ನಿ ಯೆಲ್ಲ್ಯಾ ತನ್ನಾ ಬರೆ ಕರುನ್ ಬಗುನ್ ಘೆವಾ.