1 Peter 5:1 — Compare Translations
7 translations compared side by side
Odia - 1840
"ତୁମ୍ଭ ଦଳ ରେ ଥିବା ପ୍ରାଚୀନମାନଙ୍କୁ ଏବେ ମାରେ କିଛି କହିବାର ଅଛି। ମୁଁ ମଧ୍ଯ ଜଣେ ପ୍ରାଚୀନ। ମୁଁ ଖ୍ରୀଷ୍ଟଙ୍କର ୟନ୍ତ୍ରଣା ନିଜ ଆଖି ରେ ଦେଖିଛିା ଆମ୍ଭକୁ ଯେଉଁ ମହିମା ଭବିଷ୍ଯତ ରେ ଦଖାଇେ ଦିଆୟିବ, ସେଥି ରେ ମଧ୍ଯ ମୁଁ ଭାଗ ନବେି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅତଏବ, ଜଣେ ସହପ୍ରାଚୀନ ପୁଣି ଖ୍ରୀଷ୍ଟଙ୍କ ଦୁଃଖଭୋଗର ସାକ୍ଷୀ ଏବଂ ଆଗାମୀ ଗୌରବର ଅଂଶାଧିକାରୀ ଯେ ମୁଁ, ମୁଁ ତୁମ୍ଭମାନଙ୍କ ମଧ୍ୟରେ ଥିବା ପ୍ରାଚୀନମାନଙ୍କୁ ଅନୁରୋଧ କରୁଅଛି,
Odia BSI (ପବିତ୍ର ବାଇବଲ (CL) NT (BSI))
ମୁଁ ଚଣେ ବୟୋଜ୍ୟେଷ୍ଠ ନେତା ହିସାବରେ ତୁମ୍ଭମାନଙ୍କ ମଣ୍ଡଳୀର ବୟୋଜ୍ୟେଷ୍ଠ ନେତାମାନଙ୍କୁ ବିନତି କରି କହୁଛି। ଖ୍ରୀଷ୍ଟଙ୍କ ଦୁଃଖଭୋଗର ମୁଁ ଜଣେ ସାକ୍ଷୀ ଓ ତାଙ୍କର ଗୌରବ ପ୍ରକାଶିତ ହେବା ସମୟରେ ମୁଁ ସେଥିରେ ଭାଗୀ ହେବି।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱରଙ୍କ ମେଷପଲ ତୁମ୍ଭ ଦଳରେ ଥିବା ପ୍ରାଚୀନମାନଙ୍କୁ ଏବେ ମୋର କିଛି କହିବାର ଅଛି। ମୁଁ ମଧ୍ୟ ଜଣେ ପ୍ରାଚୀନ। ମୁଁ ଖ୍ରୀଷ୍ଟଙ୍କର ଯନ୍ତ୍ରଣା ନିଜ ଆଖିରେ ଦେଖିଛିା ଆମ୍ଭକୁ ଯେଉଁ ମହିମା ଭବିଷ୍ୟତରେ ଦେଖାଇ ଦିଆଯିବ, ସେଥିରେ ମଧ୍ୟ ମୁଁ ଭାଗ ନେବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅତଏବ, ଜଣେ ସହ-ପ୍ରାଚୀନ ପୁଣି, ଖ୍ରୀଷ୍ଟଙ୍କ ଦୁଃଖଭୋଗର ସାକ୍ଷୀ ଏବଂ ମୁଁ ଯେ ଆଗାମୀ ଗୌରବର ଅଂଶାଧିକାରୀ, ତୁମ୍ଭମାନଙ୍କ ମଧ୍ୟରେ ଥିବା ପ୍ରାଚୀନମାନଙ୍କୁ ଅନୁରୋଧ କରୁଅଛି,
Odia IRV 2017 (ଓଡିଆ ବାଇବେଲ)
ଅତଏବ, ଜଣେ ସହପ୍ରାଚୀନ ପୁଣି, ଖ୍ରୀଷ୍ଟଙ୍କ ଦୁଃଖଭୋଗର ସାକ୍ଷୀ ଏବଂ ଆଗାମୀ ଗୌରବର ଅଂଶାଧିକାରୀ ଯେ ମୁଁ, ମୁଁ ତୁମ୍ଭମାନଙ୍କ ମଧ୍ୟରେ ଥିବା ପ୍ରାଚୀନମାନଙ୍କୁ ଅନୁରୋଧ କରୁଅଛି,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅತ್ತಾ ಮಿಯಾ ಎಕ್ ಜಾನ್ತೊ ಹೊವ್ನ್ ಅನಿ ಕ್ರಿಸ್ತಾಚ್ಯಾ ಕಸ್ಟಾಚೊ ಎಕ್ ಸಾಕ್ಷಿ ಹೊವ್ನ್, ಅನಿ ತಸೆಚ್ ಫಿಡೆ ದಿಸುನ್ ಯೆತಲ್ಲ್ಯಾ ಮಹಿಮೆತ್ ವಾಟೊ ಘೆತಲೊ ಎಕ್ ಮಾನುಸ್ ಹೊವ್ನ್ ತುಮ್ಚ್ಯಾ ಮದ್ದಿ ಹೊತ್ತ್ಯಾ ದೆವಾಚ್ಯಾ ಲೊಕಾಂಚ್ಯಾ ತಾಂಡ್ಯಾಚ್ಯಾ ಜಾನ್ತ್ಯಾನಿಕ್ಡೆ ವಿನಂತಿ ಕರ್ತಾ.