1 Peter 5:12 — Compare Translations

7 translations compared side by side

Odia - 1840
"ସିଲାନ୍ ସାହାୟ୍ଯ ରେ ମୁଁ ଏହି େଛାଟ ପତ୍ରଟି ଲେଖିଲି। ସେ ଖ୍ରୀଷ୍ଟ ରେ ଜଣେ ବିଶ୍ବସ୍ତ ଭ୍ରାତା ବୋଲି ମୁଁ ଜାଣେ। ଏହା ତୁମ୍ଭକୁ ସାନ୍ତ୍ବନା ଦବୋ ଓ ଉତ୍ସାହିତ କରିବା ପାଇଁ ମୁଁ ଲେଖିଥିଲି। ମୁଁ ତୁମ୍ଭକୁ କହିବାକୁ ଚାହିଁଥିଲି ଯେ ଏହା ହେଉଛି ପରମେଶ୍ବରଙ୍କ ଅନୁଗ୍ରହ। ସହେି ଅନୁଗ୍ରହ ରେ ଦୃଢ଼ ହାଇେ ରୁହ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଈଶ୍ଵରଙ୍କ ସତ୍ୟ ଅନୁଗ୍ରହ ଯେ ଏହିପ୍ରକାର, ଏ ବିଷୟରେ ସାକ୍ଷ୍ୟ ଦେଇ ତୁମ୍ଭମାନଙ୍କୁ ଉତ୍ସାହ ଦେବା ନିମନ୍ତେ ସିଲ୍ଵାନଙ୍କ ଦ୍ଵାରା ମୁଁ ସଂକ୍ଷେପରେ ପତ୍ର ଲେଖିଲି; ମୋʼ ବୋଧରେ ସେ ଜଣେ ବିଶ୍ଵସ୍ତ ଭ୍ରାତା । ତୁମ୍ଭେମାନେ ଏହି ଅନୁଗ୍ରହରେ ସୁସ୍ଥିର ହୋଇଥାଅ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଶୀଲାଙ୍କୁ ବିଶ୍ୱସ୍ତ ଖ୍ରୀଷ୍ଟୀୟ ଭ୍ରାତାରୂପେ ମୁଁ ସମାଦର କରେ। ତାଙ୍କ ସହାୟତାରେ ମୁଁ ଏହି ସଂକ୍ଷିପ୍ତ ପତ୍ର ଲେଖିଛି। ଈଶ୍ୱରଙ୍କ ବାସ୍ତବ ଅନୁଗ୍ରହ ସମ୍ବନ୍ଧରେ ସାକ୍ଷ୍ୟ ଦେଇ ତୁମ୍ଭମାନଙ୍କୁ ଉତ୍ସାହ ପ୍ରଦାନ କରିବା ମୋ ଉଦ୍ଦେଶ୍ୟ। ସେହି ଅନୁଗ୍ରେହରେ ତୁମ୍ଭେମାନେ ଅଟଳ ରୁହ।
Odia Bible ERV 2004 (ପବିତ୍ର ବାଇବଲ)
ଶେଷ ଅଭିନନ୍ଦନ ସିଲାନ୍ ସାହାଯ୍ୟରେ ମୁଁ ଏହି ଛୋଟ ପତ୍ରଟି ଲେଖିଲି। ସେ ଖ୍ରୀଷ୍ଟରେ ଜଣେ ବିଶ୍ୱସ୍ତ ଭ୍ରାତା ବୋଲି ମୁଁ ଜାଣେ। ଏହା ତୁମ୍ଭକୁ ସାନ୍ତ୍ୱନା ଦେବା ଓ ଉତ୍ସାହିତ କରିବା ପାଇଁ ମୁଁ ଲେଖିଥିଲି। ମୁଁ ତୁମ୍ଭକୁ କହିବାକୁ ଗ୍ଭହିଁଥିଲି ଯେ ଏହା ହେଉଛି ପରମେଶ୍ୱରଙ୍କ ଅନୁଗ୍ରହ। ସେହି ଅନୁଗ୍ରହରେ ଦୃଢ଼ ହୋଇ ରୁହ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଈଶ୍ବରଙ୍କ ସତ୍ୟ ଅନୁଗ୍ରହ ଯେ ଏହି ପ୍ରକାର, ଏହି ବିଷୟରେ ସାକ୍ଷ୍ୟ ଦେଇ ତୁମ୍ଭମାନଙ୍କୁ ଉତ୍ସାହ ଦେବା ନିମନ୍ତେ ସିଲ୍ୱାନଙ୍କ ଦ୍ୱାରା ମୁଁ ସଂକ୍ଷେପରେ ପତ୍ର ଲେଖିଲି; ମୋʼ ବୋଧରେ ସେ ଜଣେ ବିଶ୍ୱସ୍ତ ଭ୍ରାତା। ତୁମ୍ଭେମାନେ ଏହି ଅନୁଗ୍ରହରେ ସୁସ୍ଥିର ହୋଇଥାଅ।
Odia IRV 2017 (ଓଡିଆ ବାଇବେଲ)
ଈଶ୍ୱରଙ୍କ ସତ୍ୟ ଅନୁଗ୍ରହ ଯେ ଏହି ପ୍ରକାର, ଏବିଷୟରେ ସାକ୍ଷ୍ୟ ଦେଇ ତୁମ୍ଭମାନଙ୍କୁ ଉତ୍ସାହ ଦେବା ନିମନ୍ତେ ସିଲ୍ୱାନଙ୍କ ଦ୍ୱାରା ମୁଁ ସଂକ୍ଷେପରେ ପତ୍ର ଲେଖିଲି; ମୋ' ବୋଧରେ ସେ ଜଣେ ବିଶ୍ୱସ୍ତ ଭ୍ରାତା। ତୁମ୍ଭେମାନେ ଏହି ଅନୁଗ୍ରହରେ ସୁସ୍ଥିର ହୋଇଥାଅ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹಿ ದೆವಾಚಿ ಕುರ್ಪಾ ಖರಿ ಮನುನ್ ತುಮ್ಕಾ ಸಾಕ್ಷಿ ದಿವ್ಚೆ ಅನಿ ತುಮ್ಕಾ ಉಮ್ಮೆದಿನ್ ಭರುಚೆ ಮನ್ತಲಿ ಮಾಜಿ ಆಶ್ಯಾ ಹೊತ್ತಿ, ಭಾವಾನು ತ್ಯಾತುರ್ ತುಮಿ ಘಟ್ ಇಬೆ ರಾವಾ.