1 Peter 5:13 — Compare Translations
7 translations compared side by side
Odia - 1840
"ବାବିଲୋନ ମଣ୍ଡଳୀ ତୁମ୍ଭମାନଙ୍କୁ ନମସ୍କାର ଜଣାଉଛନ୍ତି। ତୁମ୍ଭ ଭଳି ସମାନେେ ମଧ୍ଯ ମନୋନୀତ। ଯୀଶୁଖ୍ରୀଷ୍ଟଙ୍କ ବିଶ୍ବାସୀ ମାେ ପୁତ୍ର ମାର୍କ ନମସ୍କାର ଜଣାଉଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭମାନଙ୍କ ସହିତ ମନୋନୀତ ବାବିଲୋନସ୍ଥ ମଣ୍ତଳୀ ଓ ମୋହର ପୁତ୍ର ମାର୍କ ତୁମ୍ଭମାନଙ୍କୁ ନମସ୍କାର ଜଣାଉ ଅଛନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଈଶ୍ୱରଙ୍କ ଦ୍ୱାରା ମନୋନୀତ ବାବିଲୋନସ୍ଥିତ ମଣ୍ଡଳୀ ମୋର ଧର୍ମପୁତ୍ର ମାର୍କ ମଧ୍ୟ ତୁମ୍ଭମାନଙ୍କୁ ଅଭିବାଦନ ଜଣାଉଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ବାବିଲୋନ ମଣ୍ଡଳୀ ତୁମ୍ଭମାନଙ୍କୁ ନମସ୍କାର ଜଣାଉଛନ୍ତି। ତୁମ୍ଭ ଭଳି ସେମାନେ ମଧ୍ୟ ମନୋନୀତ। ଯୀଶୁ ଖ୍ରୀଷ୍ଟଙ୍କ ବିଶ୍ୱାସୀ ମୋ’ ପୁତ୍ର ମାର୍କ ନମସ୍କାର ଜଣାଉଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭମାନଙ୍କ ସହିତ ମନୋନୀତ ବାବିଲସ୍ଥ ମଣ୍ଡଳୀ ଓ ମୋହର ପୁତ୍ର ମାର୍କ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭମାନଙ୍କ ସହିତ ମନୋନୀତ ବାବିଲୋନସ୍ଥ ମଣ୍ଡଳୀ ଓ ମୋହର ପୁତ୍ର ମାର୍କ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಬಾಬಿಲೊನ್ ಮನ್ತಲ್ಲ್ಯಾ ಗಾಂವಾತ್ಲ್ಯಾ ದೆವಾಚ್ಯಾ ಲೊಕಾಂಚ್ಯಾ ತಾಂಡ್ಯಾಕ್ ತುಮ್ಚ್ಯಾ ವಾಂಗ್ಡಾಚ್ ಎಚುನ್ ಕಾಡಲೊ ತುಮ್ಕಾ ಇಚಾರುಲ್ಲಾ ಅನಿ ತಸೆಚ್ ವಿಶ್ವಾಸಾತ್ ಮಾಜ್ಯಾ ಲೆಕಾ ಸಾರ್ಕೊ ಹೊತ್ತೊ ಮಾರ್ಕ್ ಬಿ ಇಚಾರುಲ್ಲಾ.