1 Peter 5:2 — Compare Translations

7 translations compared side by side

Odia - 1840
"ମୁଁ ତୁମ୍ଭକୁ ଅନୁ ରୋଧ କରେ ଯେ, ପରମେଶ୍ବରଙ୍କ ଯେଉଁ ମଷଗେଣର ଦାଯିତ୍ବ ରେ ତୁମ୍ଭେ ରହିଛ, ସହେି ମଷେ ସମୂହର ତୁମ୍ଭେ ଯତ୍ନ ନବୋ ଉଚିତ। ସମାନେେ ପରମେଶ୍ବରଙ୍କ ମଷେପଲ। ତୁମ୍ଭେ ବାଧ୍ଯବାଧକତା ରେ ନୁହେଁ, ମାତ୍ର ସ୍ବଇଚ୍ଛା ରେ ପ୍ରତିପାଳନ କର। ପରମେଶ୍ବର ତାହାହିଁ ଚାହାଁନ୍ତି। ତୁମ୍ଭେ ସବୋ କରିବା ରେ ଆନନ୍ଦ ପାଉଛ ବୋଲି ସପରେି କର, ଧନ ଲୋଭ ରେ ତାହା କର ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭମାନଙ୍କ ତତ୍ତ୍ଵାବଧାନରେ ଥିବା ଈଶ୍ଵରଙ୍କ ପଲକୁ ପ୍ରତିପାଳନ କର, ବାଧ୍ୟ ହୋଇ ନୁହେଁ, ମାତ୍ର ଈଶ୍ଵରଙ୍କ ଇଚ୍ଛାନୁଯାୟୀ ସ୍ଵଚ୍ଛନ୍ଦ ମନରେ, କୁତ୍ସିତ ଲାଭ ନିମନ୍ତେ ନୁହେଁ,, କିନ୍ତୁ ଆଗ୍ରହ ସହକାରେ ତାହା କର;
Odia BSI (ପବିତ୍ର ବାଇବଲ (CL) NT (BSI))
ଈଶ୍ୱର ତୁମ୍ଭମାନଙ୍କ ହସ୍ତରେ ଯେଉଁ ମେଷପଲର ଦାୟିତ୍ୱ ଦେଇଛନ୍ତି, ମୁଁ ଅନୁରୋଧ କରୁଛି, ତୁମ୍ଭେମାନେ କୁଣ୍ଠିତଭାବେ ତାହା ନ କରି ଆଗ୍ର୍ରହର ସେମାନଙ୍କୁ ପ୍ରତିପାଳନ କର। ଧନଲାଭ ଆଶାରେ ତା’ ନ କରି, ପ୍ରକୃତ ସେବା ମନୋଭାବ ସହିତ ତୁମର କର୍ତ୍ତବ୍ୟ ସାଧନ କର।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ତୁମ୍ଭକୁ ଅନୁରୋଧ କରେ ଯେ, ପରମେଶ୍ୱରଙ୍କ ଯେଉଁ ମେଷଗଣର ଦାୟିତ୍ୱରେ ତୁମ୍ଭେ ରହିଛ, ସେହି ମେଷ ସମୂହର ତୁମ୍ଭେ ଯତ୍ନ ନେବା ଉଚିତ୍। ସେମାନେ ପରମେଶ୍ୱରଙ୍କ ମେଷପଲ। ତୁମ୍ଭେ ବାଧ୍ୟବାଧକତାରେ ନୁହେଁ, ମାତ୍ର ସ୍ୱଇଚ୍ଛାରେ ପ୍ରତିପାଳନ କର। ପରମେଶ୍ୱର ତାହା ହିଁ ଗ୍ଭହାନ୍ତି। ତୁମ୍ଭେ ସେବା କରିବାରେ ଆନନ୍ଦ ପାଉଛ ବୋଲି ସେହିପରି କର, ଧନ ଲୋଭରେ ତାହା କର ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭମାନଙ୍କ ତତ୍ତ୍ୱାବଧାନରେ ଥିବା ଈଶ୍ବରଙ୍କ ପଲକୁ ପ୍ରତିପାଳନ କର, ବାଧ୍ୟ ହୋଇ ନୁହେଁ, ମାତ୍ର ଈଶ୍ବରଙ୍କ ଇଚ୍ଛାନୁଯାୟୀ ସ୍ୱଚ୍ଛନ୍ଦ ମନରେ, ଅନ୍ୟାୟ ଲାଭ ନିମନ୍ତେ ନୁହେଁ, କିନ୍ତୁ ଆଗ୍ରହ ସହକାରେ ତାହା କର;
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭମାନଙ୍କ ତତ୍ତ୍ୱାବଧାନରେ ଥିବା ଈଶ୍ୱରଙ୍କ ପଲକୁ ପ୍ରତିପାଳନ କର, ବାଧ୍ୟ ହୋଇ ନୁହେଁ, ମାତ୍ର ଈଶ୍ୱରଙ୍କ ଇଚ୍ଛାନୁଯାୟୀ ସ୍ୱଚ୍ଛନ୍ଦ ମନରେ, ଅନ୍ୟାୟ ଲାଭ ନିମନ୍ତେ ନୁହେଁ, କିନ୍ତୁ ଆଗ୍ରହ ସହକାରେ ତାହା କର;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ದೆವಾನ್ ತುಮ್ಚ್ಯಾ ತಾಬೆತ್ ದಿಲ್ಲ್ಯಾ ಹಿಂಡಾಂಚಿ ಕುರ್‍ಬುರಾ ಹೊವ್ನ್ ರ್‍ಹಾವ್ಚೆ. ಅನಿ ಬರ್ಯಾ ಮನಾನ್ ತೆಂಚಿ ಕಾಳ್ಜಿ ಘೆವ್ಚೆ, ಮನ್ ನಸ್ತಾನಾ ಕರುಚೆ ನ್ಹಯ್, ದೆವಾಕ್ ಪಾಜೆ ತಸೆ ಕರುಚೆ, ತುಮಿ ಕರ್ತಲೆ ಕಾಮ್ ಮಜುರಿಸಾಟ್ನಿ ಕರುನಕಾಶಿ, ಖರೆ ಸೆವಾ ಕರ್ತಲ್ಯಾ ಖರ್ಯಾ ಆಶೆನ್ ಕರಾ.