1 Peter 5:3 — Compare Translations

7 translations compared side by side

Odia - 1840
"ଯେଉଁମାନଙ୍କର ଦାଯିତ୍ବ ତୁମ୍ଭେ ନଇେଛ, ସମାନଙ୍କେ ପ୍ରତି ନିଷ୍ଠୁର ହୁଅ ନାହିଁ। କିନ୍ତୁ ସମାନଙ୍କେ ନିକଟରେ ଆଦର୍ଶ ସ୍ବରୂପ ହୁଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଯେଉଁମାନଙ୍କର ଦାୟିତ୍ଵଭାର ତୁମ୍ଭମାନଙ୍କ ହସ୍ତରେ ସମର୍ପିତ ଅଛି, ସେମାନଙ୍କ ଉପରେ କର୍ତ୍ତାପଣ ନ କରି ପଲର ଆଦର୍ଶ ସ୍ଵରୂପ ହୋଇ ତାହା କର ।
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମେ ଯେଉଁମାନଙ୍କ ଦାୟିତ୍ୱ ନେଇଛ, ସେମାନଙ୍କ ଉପରେ ପ୍ରଭୁତ୍ୱ ନ କରି ସେମାନଙ୍କ ପାଇଁ ନିଜ ଜୀବନରେ ଆଦର୍ଶ ଦେଖାଅ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁମାନଙ୍କର ଦାୟିତ୍ୱ ତୁମ୍ଭେ ନେଇଛ, ସେମାନଙ୍କ ପ୍ରତି ନିଷ୍ଠୁର ହୁଅ ନାହିଁ। କିନ୍ତୁ ସେମାନଙ୍କ ନିକଟରେ ଆଦର୍ଶ ସ୍ୱରୂପ ହୁଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯେଉଁମାନଙ୍କର ଦାୟିତ୍ୱଭାର ତୁମ୍ଭମାନଙ୍କ ହସ୍ତରେ ସମର୍ପିତ ଅଛି, ସେମାନଙ୍କ ଉପରେ କର୍ତ୍ତାପଣ ନ କରି ପଲର ଆଦର୍ଶ ସ୍ୱରୂପ ହୋଇ ତାହା କର।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯେଉଁମାନଙ୍କର ଦାୟିତ୍ୱଭାର ତୁମ୍ଭମାନଙ୍କ ହସ୍ତରେ ସମର୍ପିତ ଅଛି, ସେମାନଙ୍କ ଉପରେ କର୍ତ୍ତାପଣ ନ କରି ପଲର ଆଦର୍ଶ ସ୍ୱରୂପ ହୋଇ ତାହା କର ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಮ್ಚ್ಯಾ ಜವಾಬ್ದಾರಿತ್ ಹೊತ್ತ್ಯಾಚ್ಯಾ ಹಿಂಡಾಚ್ಯಾ ವೈರ್ ಅದಿಕಾರ್ ಚಲ್ವುನಕಾಸಿ ಖರೆ ತ್ಯಾ ಹಿಂಡಾಕ್ ತುಮಿ ಎಕ್ ಉದಾರ್ ಹೊವ್ನ್ ರಾವಾ.