1 Peter 5:4 — Compare Translations

7 translations compared side by side

Odia - 1840
"ଯେତବେେଳେ ମୁଖ୍ଯ ମଷେପାଳକ ଆସିବେ, ସେତବେେଳେ ତୁମ୍ଭେ ମୁକୁଟ ପାଇବ। ସହେି ମୁକୁଟଟି ଅତ୍ଯନ୍ତ ଗୌରବମୟ ହାଇେଥିବ ଓ ଏହା କବେେ ହେଲେ ନିଜର ସୌନ୍ଦର୍ୟ୍ଯ ହରାଇବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ପ୍ରଧାନ ପାଳକ ପ୍ରକାଶିତ ହେବା ସମୟରେ ତୁମ୍ଭେମାନେ ଗୌରବର ଅମ୍ଳାନ ମୁକୁଟ ପାଇବ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯେତେବେଳେ “ପ୍ରଧାନ ମେଷପାଳକ” ଆଗମନ କରିବେ, ତୁମ୍ଭେମାନେ ଗୌରବର ମୁକୁଟ ପାଇବ। ତା’ର ଜ୍ୟୋତି କେବେ ମ୍ଳାନ ହେବ ନାର୍ହି।
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ ମୁଖ୍ୟ ମେଷପାଳକ ଆସିବେ, ସେତେବେଳେ ତୁମ୍ଭେ ମୁକୁଟ ପାଇବ। ସେହି ମୁକୁଟଟି ଅତ୍ୟନ୍ତ ଗୌରବମୟ ହୋଇଥିବ ଓ ଏହା କେବେ ହେଲେ ନିଜର ସୌନ୍ଦର୍ଯ୍ୟ ହରାଇବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ପ୍ରଧାନ ପାଳକ ପ୍ରକାଶିତ ହେବା ସମୟରେ ତୁମ୍ଭେମାନେ ଗୌରବର ଅକ୍ଷୟ ମୁକୁଟ ପାଇବ।
Odia IRV 2017 (ଓଡିଆ ବାଇବେଲ)
ସେଥିରେ ପ୍ରଧାନ ପାଳକ ପ୍ରକାଶିତ ହେବା ସମୟରେ ତୁମ୍ଭେମାନେ ଗୌରବର ଅକ୍ଷୟ ମୁକୁଟ ପାଇବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮೊಟೊ ಕುರ್ಬುರ್ ದಿಲ್ಲ್ಯಾ ತನ್ನಾ ತೊ ತುಮಿ ಮಹಿಮೆನ್ ಭರಲೊ ಮುಕುಟ್ ಜೊಡುನ್ಗೆತ್ಯಾಸಿ, ತೆಜೊ ಪ್ರಜ್ವಳ್ ಕನ್ನಾಚ್ ಕಮ್ಮಿ ಹೊಯ್ನಾ.