1 Peter 5:6 — Compare Translations

7 translations compared side by side

Odia - 1840
"ଅତଏବ ପରମେଶ୍ବରଙ୍କ ବଳିଷ୍ଠ ହାତ ତଳେ ନିଜକୁ ନମ୍ର କର। ତା ହେଲେ ଠିକ୍ ସମୟ ଉପସ୍ଥିତ ହେଲେ ସେ ତୁମ୍ଭକୁ ଉନ୍ନତ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅତଏବ, ଈଶ୍ଵରଙ୍କ ବଳବ; ହସ୍ତ ତଳେ ଆପଣା ଆପଣାକୁ ନତ କର, ଯେପରି ସେ ତୁମ୍ଭମାନଙ୍କୁ ଯଥା-ସମୟରେ ଉନ୍ନତ କରିବେ;
Odia BSI (ପବିତ୍ର ବାଇବଲ (CL) NT (BSI))
ଅତଏବ, ଈଶ୍ୱରଙ୍କ ଶକ୍ତିଶଳୀ ହସ୍ତ ତଳେ ଅବନତ ହୁଅ; ସେ ତାଙ୍କର ନିରୂପିତ ସମୟରେ ତୁମକୁ ଉନ୍ନତ କରିବେ।
Odia Bible ERV 2004 (ପବିତ୍ର ବାଇବଲ)
ଅତଏବ ପରମେଶ୍ୱରଙ୍କ ବଳିଷ୍ଠ ହାତ ତଳେ ନିଜକୁ ନମ୍ର କର। ତା’ହେଲେ ଠିକ୍ ସମୟ ଉପସ୍ଥିତ ହେଲେ ସେ ତୁମ୍ଭକୁ ଉନ୍ନତ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅତଏବ, ଈଶ୍ବରଙ୍କ ବଳବନ୍ତ ହସ୍ତ ତଳେ ଆପଣା ଆପଣାକୁ ନତ କର, ଯେପରି ସେ ତୁମ୍ଭମାନଙ୍କୁ ଯଥା ସମୟରେ ଉନ୍ନତ କରିବେ;
Odia IRV 2017 (ଓଡିଆ ବାଇବେଲ)
ଅତଏବ, ଈଶ୍ୱରଙ୍କ ବଳବନ୍ତ ହସ୍ତ ତଳେ ଆପଣା ଆପଣାକୁ ନତ କର, ଯେପରି ସେ ତୁମ୍ଭମାନଙ୍କୁ ଯଥା ସମୟରେ ଉନ୍ନତ କରିବେ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆ ಮನುನ್ ತುಮ್ಕಾಚ್ ತುಮಿ ದೆವಾಚ್ಯಾ ಮೊಟ್ಯಾ ಹಾತಾಂಚ್ಯಾ ಖಾಯ್ಲ್ ಥವ್ನ್ ಘೆವಾ, ಅಸೆ ತೆಚೊ ಬರೊ ಎಳ್ ಯೆಲ್ಲ್ಯಾ ತನ್ನಾ ತೊ ತುಮ್ಕಾ ವೈರ್ ಉಕಲ್ತಾ.