1 Peter 5:9 — Compare Translations

7 translations compared side by side

Odia - 1840
"ଶୟତାନର ଅନୁସରଣ କର ନାହିଁ। ନିଜ ବିଶ୍ବାସ ରେ ଦୃଢ଼ ହାଇେ ରୁହ। ସମଗ୍ର ବିଶ୍ବ ରେ ସର୍ବତ୍ର ତୁମ୍ଭ ଭାଇ ଓ ଭଉଣୀମାନେ ସମାନ ଭାବରେ ତୁମ୍ଭ ଭଳି ଯାତନା ପାଉଛନ୍ତି, ଏ କଥା ତୁମ୍ଭେ ଜାଣ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବିଶ୍ଵାସରେ ସ୍ଥିର ରହି ତାହାର ପ୍ରତିରୋଧ କର, ପୁଣି ଏହା ଜାଣ ଯେ, ଜଗତରେ ଥିବା ତୁମ୍ଭମାନଙ୍କ ଭାଇମାନଙ୍କ ପ୍ରତି ଏହିପ୍ରକାର ଦୁଃଖଭୋଗ ଘଟୁଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମ୍ଭେମାନେ ବିଶ୍ୱାସରେ ଅଟଳ ରହି, ତା’ର ପ୍ରତିରୋଧ କର। ତୁମ୍ଭେମାନେ ଜାଣିଛ, ଏହି ଜଗତରେ ତୁମ ବିଶ୍ୱାସୀ ଭାଇମାନେ ଏହିପରି କ୍ଳେଶଭୋଗ ଭିତରେ ଗତି କରୁଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ଶୟତାନର ଅନୁସରଣ କର ନାହିଁ। ନିଜ ବିଶ୍ୱାସରେ ଦୃଢ଼ ହୋଇ ରୁହ। ସମଗ୍ର ବିଶ୍ୱରେ ସର୍ବତ୍ର ତୁମ୍ଭ ଭାଇ ଓ ଭଉଣୀମାନେ ସମାନ ଭାବରେ ତୁମ୍ଭ ଭଳି ଯାତନା ପାଉଛନ୍ତି, ଏ କଥା ତୁମ୍ଭେ ଜାଣ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବିଶ୍ୱାସରେ ସ୍ଥିର ରହି ତାହାର ପ୍ରତିରୋଧ କର, ପୁଣି, ଏହା ଜାଣ ଯେ, ଜଗତରେ ଥିବା ତୁମ୍ଭମାନଙ୍କ ଭାଇମାନଙ୍କ ପ୍ରତି ଏହି ପ୍ରକାର ଦୁଃଖଭୋଗ ଘଟୁଅଛି।
Odia IRV 2017 (ଓଡିଆ ବାଇବେଲ)
ବିଶ୍ୱାସରେ ସ୍ଥିର ରହି ତାହାର ପ୍ରତିରୋଧ କର, ପୁଣି, ଏହା ଜାଣ ଯେ, ଜଗତରେ ଥିବା ତୁମ୍ଭମାନଙ୍କ ଭାଇମାନଙ୍କ ପ୍ରତି ଏହି ପ୍ରକାର ଦୁଃଖଭୋଗ ଘଟୁଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಮ್ಚ್ಯಾ ವಿಶ್ವಾಸಾತ್ ತುಮಿ ಘಟ್ ರಾವಾ, ಅನಿ ತೆಚ್ಯಾ ವಾಂಗ್ಡಾ ಘಟ್ ಕುಸ್ತಿ ಧರಾ ಕಶ್ಯಾಕ್ ಮಟ್ಲ್ಯಾರ್, ಹ್ಯಾ ಸಗ್ಳ್ಯಾ ಜಗಾತ್ ವಿಶ್ವಾಸಾತ್ ಹೊತ್ತೆ ಭಾವ್ ಭೆನಿಯಾನಿ ಅಸ್ಲಿಚ್ ಕಸ್ಟ್ ಸೊಸುಲ್ಲಾತ್ ಮನುನ್ ತುಮ್ಕಾ ಗೊತ್ತ್ ಹಾಯ್.