1 Samuel 1:10 — Compare Translations
5 translations compared side by side
Odia - 1840
"ହାନ୍ନା ଭାରି ଦକ୍ସ୍ଟଃଖିନି ଥିଲେ। ସେ ଯେତବେେଳେ ସଦାପ୍ରଭୁଙ୍କୁ ପ୍ରାର୍ଥନା କରୁଥିଲେ, ସେ ବହକ୍ସ୍ଟତ କାନ୍ଦକ୍ସ୍ଟଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ହାନ୍ନା ତିକ୍ତମନା ହୋଇ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରୁ କରୁ ଅତିଶୟ ରୋଦନ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ହାନ୍ନା ଭାରି ଦୁଃଖିନୀ ଥିଲା। ସେ ଯେତେବେଳେ ସଦାପ୍ରଭୁଙ୍କୁ ପ୍ରାର୍ଥନା କରୁଥିଲା, ସେ ବହୁତ କାନ୍ଦୁଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ହାନ୍ନା ତିକ୍ତମନା ହୋଇ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରୁ କରୁ ଅତିଶୟ ରୋଦନ କଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ହାନ୍ନା ତିକ୍ତମନା ହୋଇ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରୁ କରୁ ଅତିଶୟ ରୋଦନ କଲା।