1 Samuel 1:12 — Compare Translations
5 translations compared side by side
Odia - 1840
"ଯେତବେେଳେ ସେ ସଦାପ୍ରଭୁଙ୍କୁ ଦୀର୍ଘ ସମୟ ଧରି ଏହିପରି ପ୍ରାର୍ଥନା କରୁଥିଲା, ଏଲି ତା'ର ପାଟିକକ୍ସ୍ଟ ଦେଖକ୍ସ୍ଟଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିରୂପେ ସେ ସଦାପ୍ରଭୁଙ୍କ ସାକ୍ଷାତରେ ପ୍ରାର୍ଥନା କରୁଥିବା ସମୟରେ ଏଲି ତାହାର ମୁଖକୁ ଅନାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ ସେ ସଦାପ୍ରଭୁଙ୍କୁ ଦୀର୍ଘ ସମୟ ଧରି ଏହିପରି ପ୍ରାର୍ଥନା କରୁଥିଲା, ଏଲି ତା’ର ପାଟିକୁ ଦେଖୁଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିରୂପେ ସେ ସଦାପ୍ରଭୁଙ୍କ ସାକ୍ଷାତରେ ପ୍ରାର୍ଥନା କରୁଥିବା ସମୟରେ ଏଲି ତାହାର ମୁଖକୁ ଅନାଇଲେ।
Odia IRV 2017 (ଓଡିଆ ବାଇବେଲ)
ଏହିରୂପେ ସେ ସଦାପ୍ରଭୁଙ୍କ ସାକ୍ଷାତରେ ପ୍ରାର୍ଥନା କରୁଥିବା ସମୟରେ ଏଲି ତାହାର ମୁଖକୁ ଅନାଇଲେ।