1 Samuel 1:13 — Compare Translations
5 translations compared side by side
Odia - 1840
"ସହେି ସମୟରେ ହାନ୍ନା ମନେ ମନେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରୁଥିଲେ। କବଳେ ତାଙ୍କର ଓଷ୍ଠ ହଲକ୍ସ୍ଟଥିଲା। ମାତ୍ର ତାଙ୍କର ସ୍ବର ଶକ୍ସ୍ଟଣା ଯାଉନଥିଲା। ତେଣୁ ସେ ଗଭୀର ଭାବରେ ଦ୍ରାକ୍ଷାପାନ କରିଛି ବୋଲି ଏଲି ଭାବିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେସମୟରେ ହାନ୍ନା ଆପଣା ମନେ ମନେ କଥା କହୁଥିଲା; କେବଳ ତାହାର ଓଷ୍ଠ ହଲୁଥିଲା, ମାତ୍ର ତାହାର ରବ ଶୁଣାଯାଉ ନ ଥିଲା; ତେଣୁ ସେ ମତ୍ତ ହୋଇଥିବ ବୋଲି ଏଲି ବିଚାର କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ସମୟରେ ହାନ୍ନା ମନେ ମନେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରୁଥିଲା। କେବଳ ତା’ର ଓଷ୍ଠ ହଲୁଥିଲା। ମାତ୍ର ତା’ର ସ୍ୱର ଶୁଣା ଯାଉ ନ ଥିଲା। ତେଣୁ ସେ ଗଭୀର ଭାବରେ ଦ୍ରାକ୍ଷାପାନ କରିଛି ବୋଲି ଏଲି ଭାବିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେସମୟରେ ହାନ୍ନା ଆପଣା ମନେ ମନେ କଥା କହୁଥିଲା; କେବଳ ତାହାର ଓଷ୍ଠ ହଲୁଥିଲା, ମାତ୍ର ତାହାର ରବ ଶୁଣାଯାଉ ନ ଥିଲା; ତେଣୁ ସେ ମତ୍ତ ହୋଇଥିବ ବୋଲି ଏଲି ବିଚାର କଲେ।
Odia IRV 2017 (ଓଡିଆ ବାଇବେଲ)
ସେସମୟରେ ହାନ୍ନା ଆପଣା ମନେ ମନେ କଥା କହୁଥିଲା; କେବଳ ତାହାର ଓଷ୍ଠ ହଲୁଥିଲା, ମାତ୍ର ତାହାର ରବ ଶୁଣାଯାଉ ନ ଥିଲା; ତେଣୁ ସେ ମତ୍ତ ହୋଇଥିବ ବୋଲି ଏଲି ବିଚାର କଲେ।