1 Samuel 1:14 — Compare Translations

5 translations compared side by side

Odia - 1840
"ଏଲି ହାନ୍ନାଙ୍କକ୍ସ୍ଟ କହିଲେ, ତୁମ୍ଭେ ଆଉ କେତକୋଳ ମାତାଲ ହେଉଥିବ? ଦ୍ରାକ୍ଷାରସରକ୍ସ୍ଟ ଦକ୍ସ୍ଟ ରଇେ ରକ୍ସ୍ଟହ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଏଲି ତାହାକୁ କହିଲେ, ତୁମ୍ଭେ କେତେ କାଳ ମତ୍ତ ହୋଇଥିବ? ତୁମ୍ଭ ଦ୍ରାକ୍ଷାରସ ତୁମ୍ଭଠାରୁ ଦୂର କର ।
Odia Bible ERV 2004 (ପବିତ୍ର ବାଇବଲ)
ଏଲି ହାନ୍ନାଙ୍କୁ କହିଲେ, “ତୁମ୍ଭେ ଆଉ କେତେକାଳ ମାତାଲ ହେଉଥିବ? ଦ୍ରକ୍ଷାରସରୁ ଦୂରେଇ ରୁହ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଏଲି ତାହାକୁ କହିଲେ, “ତୁମ୍ଭେ କେତେ କାଳ ମତ୍ତ ହୋଇଥିବ? ତୁମ୍ଭ ଦ୍ରାକ୍ଷାରସ ତୁମ୍ଭଠାରୁ ଦୂର କର।”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଏଲି ତାହାକୁ କହିଲେ, ତୁମ୍ଭେ କେତେ କାଳ ମତ୍ତ ହୋଇଥିବ? ତୁମ୍ଭ ଦ୍ରାକ୍ଷାରସ ତୁମ୍ଭଠାରୁ ଦୂର କର।