1 Samuel 1:16 — Compare Translations
5 translations compared side by side
Odia - 1840
"ଆପଣା ଦାସୀକକ୍ସ୍ଟ କକ୍ସ୍ଟଚରିତ୍ର ଭାବ ନାହିଁ। ମୁ ଆପଣା ଚିନ୍ତା ଓ ସମସ୍ଯାକକ୍ସ୍ଟ ସଦାପ୍ରଭୁଙ୍କ ନିକଟରେ ଜଣାଉଥିଲି। କାରଣ ମାରେଅନକେ ସମସ୍ଯା ଅଛି ଏବଂ ମୁ ଅତ୍ଯନ୍ତ ଦକ୍ସ୍ଟଃଖିତ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆପଣା ଦାସୀକି ପାପାଧମର କନ୍ୟା ବୋଲି ଜ୍ଞାନ ନ କର; ମୁଁ ଆପଣା ଚିନ୍ତା ଓ ବିରକ୍ତିର ବାହୁଲ୍ୟ ହେତୁରୁ ଏପର୍ଯ୍ୟନ୍ତ କଥା କହୁଥିଲି ।
Odia Bible ERV 2004 (ପବିତ୍ର ବାଇବଲ)
ଆପଣା ଦାସୀକୁ କୁଚରିତ୍ରା ଭାବ ନାହିଁ। ମୁଁ ଆପଣା ଚିନ୍ତା ଓ ସମସ୍ୟାକୁ ସଦାପ୍ରଭୁଙ୍କ ନିକଟରେ ଜଣାଉଥିଲି। କାରଣ ମୋର ଅନେକ ସମସ୍ୟା ଅଛି ଏବଂ ମୁଁ ଅତ୍ୟନ୍ତ ଦୁଃଖିତ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆପଣା ଦାସୀକୁ ବେକାର ସ୍ତ୍ରୀ ବୋଲି ଜ୍ଞାନ ନ କର; ମୁଁ ଆପଣା ଚିନ୍ତା ଓ ବିରକ୍ତିର ବାହୁଲ୍ୟ ସକାଶୁ ଏପର୍ଯ୍ୟନ୍ତ କଥା କହୁଥିଲି।
Odia IRV 2017 (ଓଡିଆ ବାଇବେଲ)
ଆପଣା ଦାସୀକୁ ବେକାର ସ୍ତ୍ରୀ ବୋଲି ଜ୍ଞାନ ନ କର; ମୁଁ ଆପଣା ଚିନ୍ତା ଓ ବିରକ୍ତିର ବାହୁଲ୍ୟ ସକାଶୁ ଏପର୍ଯ୍ୟନ୍ତ କଥା କହୁଥିଲି।