1 Samuel 1:17 — Compare Translations
5 translations compared side by side
Odia - 1840
"ତହିଁରେ ଏଲି ଉତ୍ତର ଦେଲେ, ଶାନ୍ତି ରେ ୟାଅ, ଯାହା ତୁମ୍ଭେ ପରମେଶ୍ବରଙ୍କଠା ରେ ମାଗିଲ, ଇଶ୍ରାୟେଲର ପରମେଶ୍ବର ତୁମ୍ଭର ମନସ୍କାମନା ପକ୍ସ୍ଟରଣ କରନ୍ତକ୍ସ୍ଟ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଏଲି ଉତ୍ତର ଦେଇ କହିଲେ, କୁଶଳରେ ଯାଅ; ଯାହା ତୁମ୍ଭେ ମାଗିଲ, ଇସ୍ରାଏଲର ପରମେଶ୍ଵର ତୁମ୍ଭର ସେହି ନିବେଦନ ଅନୁସାରେ ତୁମ୍ଭକୁ ଦେଉନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
ତହିଁରେ ଏଲି ଉତ୍ତର ଦେଲେ, “ଶାନ୍ତିରେ ଯାଅ, ଯାହା ତୁମ୍ଭେ ପରମେଶ୍ୱରଙ୍କଠାରେ ମାଗିଲ, ଇସ୍ରାଏଲର ପରମେଶ୍ୱର ତୁମ୍ଭର ମନସ୍କାମନା ପୁରଣ କରନ୍ତୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଏଲି ଉତ୍ତର ଦେଇ କହିଲେ, “କୁଶଳରେ ଯାଅ; ଯାହା ତୁମ୍ଭେ ମାଗିଲ, ଇସ୍ରାଏଲର ପରମେଶ୍ୱର ତୁମ୍ଭର ସେହି ନିବେଦନ ଅନୁସାରେ ତୁମ୍ଭକୁ ଦେଉନ୍ତୁ।”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଏଲି ଉତ୍ତର ଦେଇ କହିଲେ, କୁଶଳରେ ଯାଅ; ଯାହା ତୁମ୍ଭେ ମାଗିଲ, ଇସ୍ରାଏଲର ପରମେଶ୍ୱର ତୁମ୍ଭର ସେହି ନିବେଦନ ଅନୁସାରେ ତୁମ୍ଭକୁ ଦେଉନ୍ତୁ।