1 Samuel 1:18 — Compare Translations
5 translations compared side by side
Odia - 1840
"ତା'ପରେ ସେ ଉତ୍ତର ଦଲୋ, ମୁ ତକ୍ସ୍ଟମ୍ଭ ଦାସୀ ତକ୍ସ୍ଟମ୍ଭ ଆଖି ରେ ଅନକ୍ସ୍ଟଗ୍ରହ ପ୍ରାଲ୍ଗ ହେଉ। ଆଉ ସେ (ସ୍ତ୍ରୀ) ଆପଣା ପଥରେ ଗଲେ ଓ ଭୋଜନ କଲେ ଏବଂ ତାଙ୍କର ମକ୍ସ୍ଟହଁ ଆଉ ବିଷର୍ଣ୍ଣ ହେଲା ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସେ କହିଲା, ତୁମ୍ଭ ଦାସୀ ତୁମ୍ଭ ଦୃଷ୍ଟିରେ ଅନୁଗ୍ରହପ୍ରାପ୍ତ ହେଉ । ଆଉ ସେ ସ୍ତ୍ରୀ ଆପଣା ପଥରେ ଗଲା ଓ ଭୋଜନ କଲା, ପୁଣି ତାହାର ମୁଖ ଆଉ ବିଷର୍ଣ୍ଣ ନୋହିଲା ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ସେ ଉତ୍ତର ଦେଲା, “ମୁଁ ତୁମ୍ଭ ଦାସୀ ତୁମ୍ଭ ଆଖିରେ ଅନୁଗ୍ରହ ପ୍ରାପ୍ତ ହେଉ।” ଆଉ ସେ (ସ୍ତ୍ରୀ) ଆପଣା ପଥରେ ଗଲା ଓ ଭୋଜନ କଲା ଏବଂ ତା’ର ମୁହଁ ଆଉ ବିଷର୍ଣ୍ଣ ହେଲା ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସେ କହିଲା, “ତୁମ୍ଭ ଦାସୀ ତୁମ୍ଭ ଦୃଷ୍ଟିରେ ଅନୁଗ୍ରହପ୍ରାପ୍ତ ହେଉ।” ଆଉ ସେ ସ୍ତ୍ରୀ ଆପଣା ପଥରେ ଗଲା ଓ ଭୋଜନ କଲା, ପୁଣି, ତାହାର ମୁଖ ଆଉ ବିଷଣ୍ଣ ନୋହିଲା।
Odia IRV 2017 (ଓଡିଆ ବାଇବେଲ)
ତହୁଁ ସେ କହିଲା, ତୁମ୍ଭ ଦାସୀ ତୁମ୍ଭ ଦୃଷ୍ଟିରେ ଅନୁଗ୍ରହପ୍ରାପ୍ତ ହେଉ। ଆଉ ସେ ସ୍ତ୍ରୀ ଆପଣା ପଥରେ ଗଲା ଓ ଭୋଜନ କଲା, ପୁଣି, ତାହାର ମୁଖ ଆଉ ବିଷର୍ଣ୍ଣ ନୋହିଲା।