1 Samuel 1:19 — Compare Translations

5 translations compared side by side

Odia - 1840
"ତା'ପରେ ଇଲ୍କାନା ଆପଣା ସ୍ତ୍ରୀ ହାନ୍ନା ସହିତ ସହବାସ କଲା ଏବଂ ସଦାପ୍ରଭୁ ହାନ୍ନାକକ୍ସ୍ଟ ସ୍ମରଣ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ସେମାନେ ଅତି ପ୍ରଭାତରେ ଉଠି ସଦାପ୍ରଭୁଙ୍କ ଆରାଧନା କରି ଫେରିଲେ ଓ ଆପଣାମାନଙ୍କ ବାସସ୍ଥାନ ରାମାକୁ ଆସିଲେ; ଆଉ ଇଲ୍‍କାନା ଆପଣା ଭାର୍ଯ୍ୟା ହାନ୍ନାର ସହବାସ କରନ୍ତେ, ସଦାପ୍ରଭୁ ତାହାକୁ ସ୍ମରଣ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ ପରଦିନ ପ୍ରଭାତରେ ଇ‌ଲ୍‌କାନା ଉଠି, ଆପଣା ପରିବାର ସହ ସଦାପ୍ରଭୁଙ୍କ ଉପାସନା କରି ଆପଣା ଗୃହ ରାମାକୁ ଫେରିଗଲେ। ଶାମୁୟେଲର ଜନ୍ମ ତା’ପରେ ଇ‌ଲ୍‌କାନା ଆପଣା ସ୍ତ୍ରୀ ହାନ୍ନା ସହିତ ସହବାସ କଲା ଏବଂ ସଦାପ୍ରଭୁ ହାନ୍ନାକୁ ସ୍ମରଣ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ସେମାନେ ଅତି ପ୍ରଭାତରେ ଉଠି ସଦାପ୍ରଭୁଙ୍କ ଆରାଧନା କରି ଫେରିଲେ ଓ ଆପଣାମାନଙ୍କ ବାସସ୍ଥାନ ରାମାକୁ ଆସିଲେ; ଆଉ ଇଲ୍‍କାନା ଆପଣା ଭାର୍ଯ୍ୟା ହାନ୍ନାର ସହବାସ କରନ୍ତେ, ସଦାପ୍ରଭୁ ତାହାକୁ ସ୍ମରଣ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ସେମାନେ ଅତି ପ୍ରଭାତରେ ଉଠି ସଦାପ୍ରଭୁଙ୍କ ଆରାଧନା କରି ଫେରିଲେ ଓ ଆପଣାମାନଙ୍କ ବାସସ୍ଥାନ ରାମାକୁ ଆସିଲେ; ଆଉ ଇଲ୍‍କାନା ଆପଣା ଭାର୍ଯ୍ୟା ହାନ୍ନାର ସହବାସ କରନ୍ତେ, ସଦାପ୍ରଭୁ ତାହାକୁ ସ୍ମରଣ କଲେ।