1 Samuel 1:2 — Compare Translations
5 translations compared side by side
Odia - 1840
"ଇଲ୍କାନାର ଦକ୍ସ୍ଟଇଟି ସ୍ତ୍ରୀ ଥିଲେ, ଜଣଙ୍କର ନାମଥିଲା ହାନ୍ନା ଓ ଅନ୍ୟ ଜଣଙ୍କର ନାମ ଥିଲା ପନିନ୍ନା। ପିନ୍ନିନାର ପିଲାପିଲି ଥିଲେ। କିନ୍ତୁ ହାନ୍ନାର କୌଣସି ପିଲାପିଲି ନ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ତାହାର ଦୁଇ ଭାର୍ଯ୍ୟା ଥିଲେ; ଜଣକର ନାମ ହାନ୍ନା, ଅନ୍ୟର ନାମ ପନିନ୍ନା; ପନିନ୍ନାର ସନ୍ତାନସନ୍ତତି ଥିଲେ, ମାତ୍ର ହାନ୍ନାର କୌଣସି ସନ୍ତାନସନ୍ତତି ନ ଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଇଲ୍କାନାର ଦୁଇଟି ସ୍ତ୍ରୀ ଥିଲେ, ଜଣକର ନାମ ଥିଲା ହାନ୍ନା ଓ ଅନ୍ୟ ଜଣକର ନାମ ଥିଲା ପନିନ୍ନା। ପିନ୍ନିନାର ପିଲାପିଲି ଥିଲେ। କିନ୍ତୁ ହାନ୍ନାର କୌଣସି ପିଲାପିଲି ନ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତାହାର ଦୁଇ ଭାର୍ଯ୍ୟା ଥିଲେ; ଜଣକର ନାମ ହାନ୍ନା, ଅନ୍ୟର ନାମ ପନିନ୍ନା; ପନିନ୍ନାର ସନ୍ତାନସନ୍ତତି ଥିଲେ, ମାତ୍ର ହାନ୍ନାର କୌଣସି ସନ୍ତାନସନ୍ତତି ନ ଥିଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ତାହାର ଦୁଇ ଭାର୍ଯ୍ୟା ଥିଲେ; ଜଣକର ନାମ ହାନ୍ନା, ଅନ୍ୟର ନାମ ପନିନ୍ନା; ପନିନ୍ନାର ସନ୍ତାନସନ୍ତତି ଥିଲେ, ମାତ୍ର ହାନ୍ନାର କୌଣସି ସନ୍ତାନସନ୍ତତି ନ ଥିଲେ।