1 Samuel 1:20 — Compare Translations
5 translations compared side by side
Odia - 1840
"ଏହାପରେ ସହେି ସମୟରେ ପରବର୍ଷ ହାନ୍ନା ପକ୍ସ୍ଟତ୍ର ପ୍ରସବ କଲା। କାରଣ ମୁ ସଦାପ୍ରଭୁଙ୍କୁ ମାଗିଥିଲି, ସେ ତାହାର ନାମ ଶାମକ୍ସ୍ଟଯଲେ ଡାକିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସମୟ ଉପସ୍ଥିତ ହୁଅନ୍ତେ, ହାନ୍ନା ଗର୍ଭଧାରଣ କରି ପୁତ୍ର ପ୍ରସବ କଲା; ଆଉ ମୁଁ ସଦାପ୍ରଭୁଙ୍କୁ ମାଗିଥିଲି, ଏହା କହି ତାହାର ନାମ ଶାମୁୟେଲ (ପରମେଶ୍ଵର ଦତ୍ତ) ରଖିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ସେହି ସମୟରେ ପରବର୍ଷ ହାନ୍ନା ପୁତ୍ର ପ୍ରସବ କଲା। କାରଣ ମୁଁ ସଦାପ୍ରଭୁଙ୍କୁ ମାଗିଥିଲି, “ସେ ତାହାର ନାମ ଶାମୁୟେଲ ଡାକିଲା।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସମୟ ଉପସ୍ଥିତ ହୁଅନ୍ତେ, ହାନ୍ନା ଗର୍ଭଧାରଣ କରି ପୁତ୍ର ପ୍ରସବ କଲା; “ଆଉ ମୁଁ ସଦାପ୍ରଭୁଙ୍କୁ ମାଗିଥିଲି, ଏହା କହି ତାହାର ନାମ ଶାମୁୟେଲ (ପରମେଶ୍ୱର ଦତ୍ତ) ରଖିଲା।”
Odia IRV 2017 (ଓଡିଆ ବାଇବେଲ)
ପୁଣି, ସମୟ ଉପସ୍ଥିତ ହୁଅନ୍ତେ, ହାନ୍ନା ଗର୍ଭଧାରଣ କରି ପୁତ୍ର ପ୍ରସବ କଲା; ଆଉ ମୁଁ ସଦାପ୍ରଭୁଙ୍କୁ ମାଗିଥିଲି, ଏହା କହି ତାହାର ନାମ ଶାମୁୟେଲ (ପରମେଶ୍ୱର ଦତ୍ତ) ରଖିଲା।