1 Samuel 1:21 — Compare Translations
5 translations compared side by side
Odia - 1840
"ଏହାପରେ ଇଲ୍କାନା ଓ ତାହାର ପରିବାର ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ବଳିଦାନ ଓ ଆପଣା ପ୍ରତିଜ୍ଞା ପୂର୍ଣ୍ଣତା କରିବାକୁ ଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ଇଲ୍କାନା ଓ ତାହାର ଗୃହସ୍ଥ ସମସ୍ତେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବାର୍ଷିକ ବଳିଦାନ ଓ ଆପଣା ମାନତ ନିବେଦନ କରିବାକୁ ଗଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଇଲ୍କାନା ଓ ତାହାର ପରିବାର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ ଓ ଆପଣା ପ୍ରତିଜ୍ଞା ପୂର୍ଣ୍ଣତା କରିବାକୁ ଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ଇଲ୍କାନା ଓ ତାହାର ଗୃହସ୍ଥ ସମସ୍ତେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବାର୍ଷିକ ବଳିଦାନ ଓ ଆପଣା ମାନତ ନିବେଦନ କରିବାକୁ ଗଲେ।
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ଇଲ୍କାନା ଓ ତାହାର ଗୃହସ୍ଥ ସମସ୍ତେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବାର୍ଷିକ ବଳିଦାନ ଓ ଆପଣା ମାନତ ନିବେଦନ କରିବାକୁ ଗଲେ।