1 Samuel 1:22 — Compare Translations
5 translations compared side by side
Odia - 1840
"କିନ୍ତୁ ହାନ୍ନା ଗଲାନାହିଁ, ଏବଂ ସେ ଆପଣା ସ୍ବାମୀକକ୍ସ୍ଟ କହିଲା, ବାଳକ ସ୍ତନପାନ ଛାଡିଲା ପରେ ମୁ ତାକକ୍ସ୍ଟ ନଇୟିବେି। ତା'ପରେ ସେ ସଦାପ୍ରଭୁଙ୍କର ସାକ୍ଷାତ ରେ ଉପସ୍ଥିତ ହବେ ଓ ସଠାେରେ ସର୍ବଦା ରହିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ହାନ୍ନା ଗଲା ନାହିଁ; କାରଣ ସେ ଆପଣା ସ୍ଵାମୀକି କହିଲା, ବାଳକ ସ୍ତନ୍ୟପାନ ତ୍ୟାଗ କରିବା ପର୍ଯ୍ୟନ୍ତ (ମୁଁ ଯିବି ନାହିଁ), ତହିଁ ଉତ୍ତାରେ ମୁଁ ତାହାକୁ ନେଇ ଯିବି, ତହିଁରେ ସେ ସଦାପ୍ରଭୁଙ୍କ ସାକ୍ଷାତରେ ଉପସ୍ଥିତ ହେବ ଓ ସେଠାରେ ସର୍ବଦା ରହିବ⇧ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ହାନ୍ନା ଗଲା ନାହିଁ, ଏବଂ ସେ ଆପଣା ସ୍ୱାମୀକୁ କହିଲା, “ବାଳକ ସ୍ତନ୍ୟପାନ ଛାଡ଼ିଲା ପରେ ମୁଁ ତାକୁ ନେଇଯିବି। ତା’ପରେ ସେ ସଦାପ୍ରଭୁଙ୍କର ସାକ୍ଷାତରେ ଉପସ୍ଥିତ ହେବ ଓ ସେଠାରେ ସର୍ବଦା ରହିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ହାନ୍ନା ଗଲା ନାହିଁ; କାରଣ ସେ ଆପଣା ସ୍ୱାମୀକୁ କହିଲା, “ବାଳକ ସ୍ତନ୍ୟପାନ ତ୍ୟାଗ କରିବା ପର୍ଯ୍ୟନ୍ତ (ମୁଁ ଯିବି ନାହିଁ), ତହିଁ ଉତ୍ତାରେ ମୁଁ ତାହାକୁ ନେଇଯିବି, ତହିଁରେ ସେ ସଦାପ୍ରଭୁଙ୍କ ସାକ୍ଷାତରେ ଉପସ୍ଥିତ ହେବ ଓ ସେଠାରେ ସର୍ବଦା ରହିବ।”
Odia IRV 2017 (ଓଡିଆ ବାଇବେଲ)
ମାତ୍ର ହାନ୍ନା ଗଲା ନାହିଁ; କାରଣ ସେ ଆପଣା ସ୍ୱାମୀକୁ କହିଲା, ବାଳକ ସ୍ତନ୍ୟପାନ ତ୍ୟାଗ କରିବା ପର୍ଯ୍ୟନ୍ତ (ମୁଁ ଯିବି ନାହିଁ), ତହିଁ ଉତ୍ତାରେ ମୁଁ ତାହାକୁ ନେଇ ଯିବି, ତହିଁରେ ସେ ସଦାପ୍ରଭୁଙ୍କ ସାକ୍ଷାତରେ ଉପସ୍ଥିତ ହେବ ଓ ସେଠାରେ ସର୍ବଦା ରହିବ।