1 Samuel 1:23 — Compare Translations
5 translations compared side by side
Odia - 1840
"ତା'ପରେ ତା'ର ସ୍ବାମୀ ଇଲ୍କାନା ତାକକ୍ସ୍ଟ କହିଲା, ଯାହା ତୁମ୍ଭେ ଉତ୍ତମ ଭାବ ତାହା କର। ପିଲାଟି ସ୍ତନପାନ ତ୍ଯାଗ କରାଇବା ପର୍ୟ୍ଯନ୍ତ ଏଠା ରେ ରକ୍ସ୍ଟହ। ସଦାପ୍ରଭୁ ତାଙ୍କର ବାକ୍ଯ ପୂର୍ଣ କରନ୍ତକ୍ସ୍ଟ । ତେଣୁ ସହେି ସ୍ତ୍ରୀ ଆପଣା ପକ୍ସ୍ଟତ୍ରକକ୍ସ୍ଟ ସ୍ତନପାନ ତ୍ଯାଗ କରିବା ପର୍ୟ୍ଯନ୍ତ ଗୃହ ରେ ରହିଲା ଓ ପିଲାର ଦଖାେଗ୍ଭହାଁ କଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ତାହାର ସ୍ଵାମୀ ଇଲ୍କାନା ତାହାକୁ କହିଲା, ଯାହା ତୁମ୍ଭକୁ ଭଲ ଦିଶେ, କର; ତାହାକୁ ସ୍ତନ୍ୟପାନ ତ୍ୟାଗ କରାଇବା ପର୍ଯ୍ୟନ୍ତ ରୁହ; ସଦାପ୍ରଭୁ କେବଳ ଆପଣା ବାକ୍ୟ ସ୍ଥିର କରନ୍ତୁ । ତେଣୁ ସେହି ସ୍ତ୍ରୀ ଆପଣା ପୁତ୍ରକୁ ସ୍ତନ୍ୟପାନ ତ୍ୟାଗ କରାଇବା ପର୍ଯ୍ୟନ୍ତ ଅପେକ୍ଷା କରି ସ୍ତନ୍ୟପାନ କରାଇଲା ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ତା’ର ସ୍ୱାମୀ ଇଲ୍କାନା ତାକୁ କହିଲା, “ଯାହା ତୁମ୍ଭେ ଉତ୍ତମ ଭାବ ତାହା କର। ପିଲାଟି ସ୍ତନ୍ୟପାନ ତ୍ୟାଗ କରିବା ପର୍ଯ୍ୟନ୍ତ ଏଠାରେ ରୁହ। ସଦାପ୍ରଭୁ ତାଙ୍କର ବାକ୍ୟ ପୂର୍ଣ୍ଣ କରନ୍ତୁ ।” ତେଣୁ ସେହି ସ୍ତ୍ରୀ ଆପଣା ପୁତ୍ରକୁ ସ୍ତନ୍ୟପାନ ତ୍ୟାଗ କରିବା ପର୍ଯ୍ୟନ୍ତ ଗୃହରେ ରହିଲା ଓ ପିଲାର ଦେଖାଗ୍ଭହାଁ କଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ତାହାର ସ୍ୱାମୀ ଇଲ୍କାନା ତାହାକୁ କହିଲା, “ଯାହା ତୁମ୍ଭକୁ ଭଲ ଦିଶେ, କର; ତାହାକୁ ସ୍ତନ୍ୟପାନ ତ୍ୟାଗ କରାଇବା ପର୍ଯ୍ୟନ୍ତ ରୁହ; ସଦାପ୍ରଭୁ କେବଳ ଆପଣା ବାକ୍ୟ ସ୍ଥିର କରନ୍ତୁ।” ତେଣୁ ସେହି ସ୍ତ୍ରୀ ଆପଣା ପୁତ୍ରକୁ ସ୍ତନ୍ୟପାନ ତ୍ୟାଗ କରାଇବା ପର୍ଯ୍ୟନ୍ତ ଅପେକ୍ଷା କରି ସ୍ତନ୍ୟପାନ କରାଇଲା।
Odia IRV 2017 (ଓଡିଆ ବାଇବେଲ)
ତହୁଁ ତାହାର ସ୍ୱାମୀ ଇଲ୍କାନା ତାହାକୁ କହିଲା, ଯାହା ତୁମ୍ଭକୁ ଭଲ ଦିଶେ, କର; ତାହାକୁ ସ୍ତନ୍ୟପାନ ତ୍ୟାଗ କରାଇବା ପର୍ଯ୍ୟନ୍ତ ରୁହ; ସଦାପ୍ରଭୁ କେବଳ ଆପଣା ବାକ୍ୟ ସ୍ଥିର କରନ୍ତୁ। ତେଣୁ ସେହି ସ୍ତ୍ରୀ ଆପଣା ପୁତ୍ରକୁ ସ୍ତନ୍ୟପାନ ତ୍ୟାଗ କରାଇବା ପର୍ଯ୍ୟନ୍ତ ଅପେକ୍ଷା କରି ସ୍ତନ୍ୟପାନ କରାଇଲା।