1 Samuel 1:24 — Compare Translations

5 translations compared side by side

Odia - 1840
"ଏହାପରେ ସେ ତାହାକକ୍ସ୍ଟ ସ୍ତନପାନ ତ୍ଯାଗ କରାଇଲା ଓ ତିନି ଗୋବତ୍ସ ଓ ଏକ ଐଫା ମଇଦା ଓ ଏକ ବୋତଲ ଦ୍ରାକ୍ଷାରସ ତା' ସହିତ ପିଲାଟିକକ୍ସ୍ଟ ଶୀଲୋସ୍ଥିତ ସଦାପ୍ରଭୁଙ୍କ ଗୃହକକ୍ସ୍ଟ ଆଣିଲା। ଯେ ତବେଳେ ବାଳକଟି େଛାଟ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ସେ ତାହାକୁ ସ୍ତନ୍ୟପାନ ତ୍ୟାଗ କରାନ୍ତେ, ତିନି ଗୋବତ୍ସ ଓ ଏକ ଐଫା ମଇଦା ଓ ଏକ କୁମ୍ପା ଦ୍ରାକ୍ଷାରସ ସହିତ ତାହାକୁ ଶୀଲୋସ୍ଥିତ ସଦାପ୍ରଭୁଙ୍କ ଗୃହକୁ ଆଣିଲା; ସେତେବେଳେ ବାଳକ ଅଳ୍ପବୟସ୍କ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ହାନ୍ନା ଶାମୁୟେଲଙ୍କୁ ଶୀଲୋଠାରେ ଏଲିଙ୍କ ନିକଟକୁ ନେଲା ଏହା ପରେ ସେ ତାହାକୁ ସ୍ତନ୍ୟପାନ ତ୍ୟାଗ କରାଇଲା ଓ ତିନି ଗୋବତ୍ସ ଓ ଏକ ଐଫା ମଇଦା ଓ ଏକ ବୋତଲ ଦ୍ରାକ୍ଷାରସ ତା’ ସହିତ ପିଲାଟିକୁ ଶୀଲୋସ୍ଥିତ ସଦାପ୍ରଭୁଙ୍କ ଗୃହକୁ ଆଣିଲା। ସେତେବେଳେ ବାଳକଟି ଛୋଟ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସେ ତାହାକୁ ସ୍ତନ୍ୟପାନ ତ୍ୟାଗ କରାନ୍ତେ, ତିନି ଗୋବତ୍ସ ଓ ଏକ ଐଫା ମଇଦା ଓ ଏକ କୁମ୍ପା ଦ୍ରାକ୍ଷାରସ ସହିତ ତାହାକୁ ଶୀଲୋସ୍ଥିତ ସଦାପ୍ରଭୁଙ୍କ ଗୃହକୁ ଆଣିଲା; ସେତେବେଳେ ବାଳକ ଅଳ୍ପ ବୟସ୍କ ଥିଲା।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ସେ ତାହାକୁ ସ୍ତନ୍ୟପାନ ତ୍ୟାଗ କରାନ୍ତେ, ତିନି ଗୋବତ୍ସ ଓ ଏକ ଐଫା ମଇଦା ଓ ଏକ କୁମ୍ପା ଦ୍ରାକ୍ଷାରସ ସହିତ ତାହାକୁ ଶୀଲୋସ୍ଥିତ ସଦାପ୍ରଭୁଙ୍କ ଗୃହକୁ ଆଣିଲା; ସେତେବେଳେ ବାଳକ ଅଳ୍ପ ବୟସ୍କ ଥିଲା।