1 Samuel 1:25 — Compare Translations

5 translations compared side by side

Odia - 1840
"ତହିଁରେ ସମାନେେ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ନବୈେଦ୍ଯ ରୂପେ ଗୋବତ୍ସ ବଧକଲେ ଓ ବାଳକକକ୍ସ୍ଟ ଏଲି ନିକଟକକ୍ସ୍ଟ ଆଣିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସେମାନେ ଗୋବତ୍ସ ବଧ କରି ବାଳକକୁ ଏଲିଙ୍କ କତିକି ଆଣିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତହିଁରେ ସେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୈବେଦ୍ୟ ରୂପେ ଗୋବତ୍ସ ବଧ କଲେ ଓ ବାଳକକୁ ଏଲି ନିକଟକୁ ଆଣିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସେମାନେ ଗୋବତ୍ସ ବଧ କରି ବାଳକକୁ ଏଲିଙ୍କ କତିକି ଆଣିଲେ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ସେମାନେ ଗୋବତ୍ସ ବଧ କରି ବାଳକକୁ ଏଲିଙ୍କ କତିକି ଆଣିଲେ।