1 Samuel 1:26 — Compare Translations

5 translations compared side by side

Odia - 1840
"ତା'ପରେ ହାନ୍ନା ଏଲିଯକକ୍ସ୍ଟ କହିଲା, ମହାଶୟ ମୁ ବାସ୍ତବ ରେ ସହେି ସ୍ତ୍ରୀ ଲୋକ ୟିଏକି ତକ୍ସ୍ଟମ୍ଭ ଆଗ ରେ ଛିଡା ହେଉଥିଲା ଓ ସଦାପ୍ରଭୁଙ୍କୁ ପ୍ରାର୍ଥନା କରୁଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସେ ସ୍ତ୍ରୀ କହିଲା, ହେ ମୋହର ପ୍ରଭୋ, ତୁମ୍ଭ ପ୍ରାଣ ଜୀବିତ ଥିବା ପ୍ରମାଣେ, ହେ ମୋହର ପ୍ରଭୋ, ଯେଉଁ ସ୍ତ୍ରୀ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରୁ କରୁ ଏହି ସ୍ଥାନରେ ତୁମ୍ଭ ସମ୍ମୁଖରେ ଠିଆ ହୋଇଥିଲା, ମୁଁ ସେହି ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ହାନ୍ନା ଏଲିୟକୁ କହିଲା, “ମହାଶୟ ମୁଁ ବାସ୍ତବରେ ସେହି ସ୍ତ୍ରୀଲୋକ ଯିଏ କି ତୁମ୍ଭ ଆଗରେ ଛିଡ଼ା ହେଉଥିଲା ଓ ସଦାପ୍ରଭୁଙ୍କୁ ପ୍ରାର୍ଥନା କରୁଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସେ ସ୍ତ୍ରୀ କହିଲା, “ହେ ମୋହର ପ୍ରଭୋ, ତୁମ୍ଭ ପ୍ରାଣ ଜୀବିତ ଥିବା ପ୍ରମାଣେ, ହେ ମୋହର ପ୍ରଭୋ, ଯେଉଁ ସ୍ତ୍ରୀ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରୁ କରୁ ଏହି ସ୍ଥାନରେ ତୁମ୍ଭ ସମ୍ମୁଖରେ ଠିଆ ହୋଇଥିଲା, ମୁଁ ସେହି।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସେ ସ୍ତ୍ରୀ କହିଲା, ହେ ମୋହର ପ୍ରଭୁ, ତୁମ୍ଭ ପ୍ରାଣ ଜୀବିତ ଥିବା ପ୍ରମାଣେ, ହେ ମୋହର ପ୍ରଭୁ, ଯେଉଁ ସ୍ତ୍ରୀ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରୁ କରୁ ଏହି ସ୍ଥାନରେ ତୁମ୍ଭ ସମ୍ମୁଖରେ ଠିଆ ହୋଇଥିଲା, ମୁଁ ସେହି।