1 Samuel 1:27 — Compare Translations
5 translations compared side by side
Odia - 1840
"ମୁ ଏହି ବାଳକ ନିମନ୍ତେ ପ୍ରାର୍ଥନା କରିଥିଲି, ଆଉ ସଦାପ୍ରଭୁ ମାେତେ ମଞ୍ଜକ୍ସ୍ଟର କରିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ବାଳକ ନିମନ୍ତେ ମୁଁ ପ୍ରାର୍ଥନା କରିଥିଲି; ଆଉ ମୁଁ ଯାହା ମାଗିଥିଲି, ସଦାପ୍ରଭୁ ମୋହର ସେହି ନିବେଦନ ଅନୁସାରେ ମୋତେ ଦେଇଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଏହି ବାଳକ ନିମନ୍ତେ ପ୍ରାର୍ଥନା କରିଥିଲି, ଆଉ ସଦାପ୍ରଭୁ ମୋତେ ମଞ୍ଜୁର କରିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ବାଳକ ନିମନ୍ତେ ମୁଁ ପ୍ରାର୍ଥନା କରିଥିଲି; ଆଉ ମୁଁ ଯାହା ମାଗିଥିଲି, ସଦାପ୍ରଭୁ ମୋହର ସେହି ନିବେଦନ ଅନୁସାରେ ମୋତେ ଦେଇଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ଏହି ବାଳକ ନିମନ୍ତେ ମୁଁ ପ୍ରାର୍ଥନା କରିଥିଲି; ଆଉ ମୁଁ ଯାହା ମାଗିଥିଲି, ସଦାପ୍ରଭୁ ମୋହର ସେହି ନିବେଦନ ଅନୁସାରେ ମୋତେ ଦେଇଅଛନ୍ତି।