1 Samuel 1:3 — Compare Translations
5 translations compared side by side
Odia - 1840
"ପ୍ରତିବର୍ଷ ଇଲ୍କାନା ତା'ର ନିଜ ସହର ରାମାକକ୍ସ୍ଟ ଛାଡି ଶୀଲୋକକ୍ସ୍ଟ ଯାଉଥିଲା, ଶୀଲୋ ରେ ଥିବା ସର୍ବଶକ୍ତିମାନ ସଦାପ୍ରଭୁଙ୍କ ନିକଟରେ ବଳିଦାନ ଉତ୍ସର୍ଗ ପାଇଁ ଓ ଉପାସନା ପାଇଁ ସଠାେକକ୍ସ୍ଟ ଯାଉଥିଲା। ଯେଉଁ ସ୍ଥାନ ରେ ଇଲୀହର ଦକ୍ସ୍ଟଇ ପକ୍ସ୍ଟତ୍ର ଧର୍ମଯାଜକ ଥିଲେ, ତାଙ୍କର ନାମ ଥିଲା, ହଫ୍ନି ଓ ପୀନହସ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ବ୍ୟକ୍ତି ବର୍ଷକୁ ବର୍ଷ ସୈନ୍ୟାଧିପତି ସଦାପ୍ରଭୁଙ୍କ ନିକଟରେ ଆରାଧନା ଓ ବଳିଦାନ କରିବା ନିମନ୍ତେ ଆପଣା ନଗରରୁ ଶୀଲୋକୁ⇧ ଯାଉଥାଏ । ସେହି ସ୍ଥାନରେ ଏଲିଙ୍କର ଦୁଇ ପୁତ୍ର ହଫ୍ନି ଓ ପୀନହସ୍ ସଦାପ୍ରଭୁଙ୍କ ଯାଜକ ଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରତି ବର୍ଷ ଇଲ୍କାନା ତା’ର ନିଜ ସହର ରାମାକୁ ଛାଡ଼ି ଶୀଲୋକୁ ଯାଉଥିଲା, ଶୀଲୋରେ ଥିବା ସର୍ବଶକ୍ତିମାନ ସଦାପ୍ରଭୁଙ୍କ ନିକଟରେ ବଳିଦାନ ଉତ୍ସର୍ଗ ପାଇଁ ଓ ଉପାସନା ପାଇଁ ସେଠାକୁ ଯାଉଥିଲା। ଯେଉଁ ସ୍ଥାନରେ ଏଲିଙ୍କର ଦୁଇ ପୁତ୍ର ସଦାପ୍ରଭୁଙ୍କର ଯାଜକ ଥିଲେ, ତାଙ୍କର ନାମ ଥିଲା, ହଫ୍ନି ଓ ପୀନହସ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ବ୍ୟକ୍ତି ବର୍ଷକୁ ବର୍ଷ ସୈନ୍ୟାଧିପତି ସଦାପ୍ରଭୁଙ୍କ ନିକଟରେ ଆରାଧନା ଓ ବଳିଦାନ କରିବା ନିମନ୍ତେ ଆପଣା ନଗରରୁ ଶୀଲୋକୁ ଯାଉଥାଏ। ସେହି ସ୍ଥାନରେ ଏଲିଙ୍କର ଦୁଇ ପୁତ୍ର ହଫ୍ନି ଓ ପୀନହସ୍ ସଦାପ୍ରଭୁଙ୍କ ଯାଜକ ଥିଲେ।
Odia IRV 2017 (ଓଡିଆ ବାଇବେଲ)
ସେହି ବ୍ୟକ୍ତି ବର୍ଷକୁ ବର୍ଷ ସୈନ୍ୟାଧିପତି ସଦାପ୍ରଭୁଙ୍କ ନିକଟରେ ଆରାଧନା ଓ ବଳିଦାନ କରିବା ନିମନ୍ତେ ଆପଣା ନଗରରୁ ଶୀଲୋକୁ ଯାଉଥାଏ। ସେହି ସ୍ଥାନରେ ଏଲିଙ୍କର ଦୁଇ ପୁତ୍ର ହଫ୍ନି ଓ ପୀନହସ୍ ସଦାପ୍ରଭୁଙ୍କ ଯାଜକ ଥିଲେ।