1 Samuel 1:4 — Compare Translations
5 translations compared side by side
Odia - 1840
"ପ୍ରେତ୍ୟକକଥର ବଳିଦାନ ଉତ୍ସର୍ଗ କଲାପରେ ସେଥିରକ୍ସ୍ଟ କିଛି ଅଂଶ ତା'ର ସ୍ତ୍ରୀ ପନିନ୍ନା ଏବଂ ତା'ର ସମସ୍ତ ପକ୍ସ୍ଟତ୍ରଗଣ ଓ କନ୍ଯାମାନଙ୍କୁ ଦେଉଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଇଲ୍କାନା ବଳିଦାନ କରିବା ଦିନରେ ସେ ଆପଣା ଭାର୍ଯ୍ୟା ପନିନ୍ନାକୁ ଓ ତାହାର ପୁତ୍ର କନ୍ୟା ସମସ୍ତଙ୍କୁ ଅଂଶ ଦେଲା;
Odia Bible ERV 2004 (ପବିତ୍ର ବାଇବଲ)
ପ୍ରତ୍ୟେକଥର ବଳିଦାନ ଉତ୍ସର୍ଗ କଲାପରେ ସେଥିରୁ କିଛି ଅଂଶ ତା’ର ସ୍ତ୍ରୀ ପନିନ୍ନା ଏବଂ ତା’ର ସମସ୍ତ ପୁତ୍ରଗଣ ଓ କନ୍ୟାମାନଙ୍କୁ ଦେଉଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଇଲ୍କାନା ବଳିଦାନ କରିବା ଦିନରେ ସେ ଆପଣା ଭାର୍ଯ୍ୟା ପନିନ୍ନାକୁ ଓ ତାହାର ପୁତ୍ରକନ୍ୟା ସମସ୍ତଙ୍କୁ ଅଂଶ ଦେଲା;
Odia IRV 2017 (ଓଡିଆ ବାଇବେଲ)
ପୁଣି, ଇଲ୍କାନା ବଳିଦାନ କରିବା ଦିନରେ ସେ ଆପଣା ଭାର୍ଯ୍ୟା ପନିନ୍ନାକୁ ଓ ତାହାର ପୁତ୍ର କନ୍ୟା ସମସ୍ତଙ୍କୁ ଅଂଶ ଦେଲା;