1 Samuel 1:5 — Compare Translations
5 translations compared side by side
Odia - 1840
"ଇଲ୍କାନା ମଧ୍ଯ ତା'ର ସ୍ତ୍ରୀ ହାନ୍ନାକକ୍ସ୍ଟ ତା'ର ଦକ୍ସ୍ଟଇଗକ୍ସ୍ଟଣ ଅଂଶ ଦେଉଥିଲା। କାରଣ ନିଜ ସ୍ତ୍ରୀ ହାନ୍ନାକକ୍ସ୍ଟ ସେ ବାସ୍ତବ ରେ ପ୍ ରମେ କରୁଥିଲା। କିନ୍ତୁ ସଦାପ୍ରଭୁ ତା' କୋଳ ରେ କୌଣସି ସନ୍ତାନ ସନ୍ତତି ଦଇେ ନ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ସେ ହାନ୍ନାକୁ ଦ୍ଵିଗୁଣ ଅଂଶ ଦେଲା; କାରଣ ସେ ହାନ୍ନାକୁ ପ୍ରେମ କଲା, ମାତ୍ର ସଦାପ୍ରଭୁ ତାହାର ଗର୍ଭାଶୟ ରୁଦ୍ଧ କରିଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଇଲ୍କାନା ମଧ୍ୟ ତା’ର ସ୍ତ୍ରୀ ହାନ୍ନାକୁ ତା’ର ଦୁଇଗୁଣ ଅଂଶ ଦେଉଥିଲା। କାରଣ ନିଜ ସ୍ତ୍ରୀ ହାନ୍ନାକୁ ସେ ବାସ୍ତବରେ ପ୍ରେମ କରୁଥିଲା। କିନ୍ତୁ ସଦାପ୍ରଭୁ ତା’ କୋଳରେ କୌଣସି ସନ୍ତାନସନ୍ତତି ଦେଇ ନ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ସେ ହାନ୍ନାକୁ ଦ୍ୱିଗୁଣ ଅଂଶ ଦେଲା; କାରଣ ସେ ହାନ୍ନାକୁ ପ୍ରେମ କରୁଥିଲେ, ମାତ୍ର ସଦାପ୍ରଭୁ ତାହାର ଗର୍ଭାଶୟ ରୁଦ୍ଧ କରିଥିଲେ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ସେ ହାନ୍ନାକୁ ଦ୍ୱିଗୁଣ ଅଂଶ ଦେଲା; କାରଣ ସେ ହାନ୍ନାକୁ ପ୍ରେମ କରୁଥିଲେ, ମାତ୍ର ସଦାପ୍ରଭୁ ତାହାର ଗର୍ଭାଶୟ ରୁଦ୍ଧ କରିଥିଲେ।