1 Samuel 1:6 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ହାନ୍ନା କୋଳ ରେ କୌଣସି ସନ୍ତାନ ଦଇେ ନଥିଲେ, ତେଣୁ ପନିନ୍ନା ତାକକ୍ସ୍ଟ ଦକ୍ସ୍ଟଃଖିତ କରୁଥିଲା ଏବଂ ତାକକ୍ସ୍ଟ ବିରକ୍ତି କରୁଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସଦାପ୍ରଭୁ ତାହାର ଗର୍ଭାଶୟ ରୁଦ୍ଧ କରିବାରୁ ତାହାର ସପନିୀ ତାହାର ରୋଷ ଜନ୍ମାଇବା ନିମନ୍ତେ ତାହାକୁ ଅତିଶୟ ବିରକ୍ତ କରେ ।
Odia Bible ERV 2004 (ପବିତ୍ର ବାଇବଲ)
ପନିନ୍ନା ହାନ୍ନାକୁ ଧୈର୍ଯ୍ୟଚ୍ୟୁତ କଲା ସଦାପ୍ରଭୁ ହାନ୍ନା କୋଳରେ କୌଣସି ସନ୍ତାନ ଦେଇ ନ ଥିଲେ, ତେଣୁ ପନିନ୍ନା ତାକୁ ଦୁଃଖିତ କରୁଥିଲା ଏବଂ ତାକୁ ବିରକ୍ତି କରୁଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସଦାପ୍ରଭୁ ତାହାର ଗର୍ଭାଶୟ ରୁଦ୍ଧ କରିବାରୁ ତାହାର ସପତ୍ନୀ ତାହାର ରୋଷ ଜନ୍ମାଇବା ନିମନ୍ତେ ତାହାକୁ ଅତିଶୟ ବିରକ୍ତ କରେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସଦାପ୍ରଭୁ ତାହାର ଗର୍ଭାଶୟ ରୁଦ୍ଧ କରିବାରୁ ତାହାର ସପତ୍ନୀ ତାହାର ରୋଷ ଜନ୍ମାଇବା ନିମନ୍ତେ ତାହାକୁ ଅତିଶୟ ବିରକ୍ତ କରେ।