1 Samuel 1:7 — Compare Translations
5 translations compared side by side
Odia - 1840
"ଯେତବେେଳେ ସହେି ପରିବାର ସଦାପ୍ରଭୁଙ୍କ ମନ୍ଦିରକକ୍ସ୍ଟ ଯାଉଥିଲେ ପ୍ରତିବର୍ଷ ଏହିପରି ହେଉଥିଲା। ପନିନ୍ନା ହାନ୍ନାକକ୍ସ୍ଟ ଦକ୍ସ୍ଟଃଖିତ କରୁଥିଲା। ତେଣୁ ସେ କ୍ରନ୍ଦନ କଲା ଓ କିଛି ଖାଇଲା ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ସଦାପ୍ରଭୁଙ୍କ ଗୃହକୁ ଗଲା ବେଳେ ତାହାର ସ୍ଵାମୀ ବର୍ଷକୁ ବର୍ଷ ଏପରି କରେ, ତାହାର ସପନିୀ ମଧ୍ୟ ସେହିପରି ତାହାକୁ ବିରକ୍ତ କରେ; ଏହେତୁ ସେ ରୋଦନ କରେ, ଆଉ କିଛି ଖାଏ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ ସେହି ପରିବାର ସଦାପ୍ରଭୁଙ୍କ ମନ୍ଦିରକୁ ଯାଉଥିଲେ ପ୍ରତି ବର୍ଷ ଏହିପରି ହେଉଥିଲା। ପନିନ୍ନା ହାନ୍ନାକୁ ଦୁଃଖିତ କରୁଥିଲା। ତେଣୁ ସେ କ୍ରନ୍ଦନ କଲା ଓ କିଛି ଖାଇଲା ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ସଦାପ୍ରଭୁଙ୍କ ଗୃହକୁ ଗଲା ବେଳେ ତାହାର ସ୍ୱାମୀ ବର୍ଷକୁ ବର୍ଷ ଏପରି କରେ, ତାହାର ସପତ୍ନୀ ମଧ୍ୟ ସେହିପରି ତାହାକୁ ବିରକ୍ତ କରେ; ଏହେତୁ ସେ ରୋଦନ କରେ, ଆଉ କିଛି ଖାଏ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ସେ ସଦାପ୍ରଭୁଙ୍କ ଗୃହକୁ ଗଲା ବେଳେ ତାହାର ସ୍ୱାମୀ ବର୍ଷକୁ ବର୍ଷ ଏପରି କରେ, ତାହାର ସପତ୍ନୀ ମଧ୍ୟ ସେହିପରି ତାହାକୁ ବିରକ୍ତ କରେ; ଏହେତୁ ସେ ରୋଦନ କରେ, ଆଉ କିଛି ଖାଏ ନାହିଁ।