1 Samuel 1:9 — Compare Translations
5 translations compared side by side
Odia - 1840
"ସେ ଖାଇପିଇ ସାରିବା ପରେ ହାନ୍ନା ଚକ୍ସ୍ଟପ୍ ଗ୍ଭପ୍ ଭାବରେ ଉଠିୟାଇ ସଦାପ୍ରଭୁଙ୍କ ପ୍ରାଙ୍ଗଣକକ୍ସ୍ଟ ପ୍ରାର୍ଥନା କରିବାକୁ ଗଲା। ଏଲି ୟିଏ କି ଧର୍ମଯାଜକ ଥିଲେ, ସେ ସହେି ସଦାପ୍ରଭୁଙ୍କ ପବିତ୍ର ମନ୍ଦିରର ଫାଟକ ନିକଟରେ ବସି ରହିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିରୂପେ ଏକ ସମୟରେ ସେମାନେ ଶୀଲୋରେ ଭୋଜନପାନ ସମାପ୍ତ କଲା ଉତ୍ତାରେ ହାନ୍ନା ଉଠିଲା । ସେସମୟରେ ଏଲି ଯାଜକ ସଦାପ୍ରଭୁଙ୍କ ମନ୍ଦିର-ଦ୍ଵାରବନ୍ଧ ନିକଟସ୍ଥ ଆପଣା ଆସନରେ ବସିଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ହାନ୍ନାର ପ୍ରାର୍ଥନା ଖାଇପିଇ ସାରିବା ପରେ ହାନ୍ନା ଚୁପ୍ଗ୍ଭପ୍ ଭାବରେ ଉଠିଯାଇ ସଦାପ୍ରଭୁଙ୍କ ପ୍ରାଙ୍ଗଣକୁ ପ୍ରାର୍ଥନା କରିବାକୁ ଗଲା। ଏଲି ଯିଏ କି ଧର୍ମଯାଜକ ଥିଲେ, ସେ ସେହି ସଦାପ୍ରଭୁଙ୍କ ପବିତ୍ର ମନ୍ଦିରର ଫାଟକ ନିକଟରେ ବସି ରହିଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିରୂପେ ଏକ ସମୟରେ ସେମାନେ ଶୀଲୋରେ ଭୋଜନପାନ ସମାପ୍ତ କଲା ଉତ୍ତାରେ ହାନ୍ନା ଉଠିଲା। ସେସମୟରେ ଏଲି ଯାଜକ ସଦାପ୍ରଭୁଙ୍କ ମନ୍ଦିର-ଦ୍ୱାରବନ୍ଧ ନିକଟସ୍ଥ ଆପଣା ଆସନରେ ବସିଥିଲେ।
Odia IRV 2017 (ଓଡିଆ ବାଇବେଲ)
ଏହିରୂପେ ଏକ ସମୟରେ ସେମାନେ ଶୀଲୋରେ ଭୋଜନପାନ ସମାପ୍ତ କଲା ଉତ୍ତାରେ ହାନ୍ନା ଉଠିଲା। ସେସମୟରେ ଏଲି ଯାଜକ ସଦାପ୍ରଭୁଙ୍କ ମନ୍ଦିର-ଦ୍ୱାରବନ୍ଧ ନିକଟସ୍ଥ ଆପଣା ଆସନରେ ବସିଥିଲେ।