1 Samuel 10:1 — Compare Translations
5 translations compared side by side
Odia - 1840
"ଶାମକ୍ସ୍ଟଯଲେ ଏକ ସ୍ବତନ୍ତ୍ର ତୈଳପାତ୍ର ନଇେ ଶାଉଲଙ୍କ ମସ୍ତକରେ ତାହା ଢାଳିଲେ ଓ ତାଙ୍କୁ ଚକ୍ସ୍ଟମ୍ବନ କରି କହିଲେ, ସଦାପ୍ରଭୁ ତାଙ୍କ ଲୋକମାନଙ୍କର ନେତା ହବୋପାଇଁ ତୁମ୍ଭକୁ ଅଭିଷିକ୍ତ କରିଛନ୍ତି। ତୁମ୍ଭେ ତାଙ୍କର ଲୋକମାନଙ୍କୁ ନିମନ୍ତ୍ରଣ କରିବ। ତୁମ୍ଭେ ସମାନଙ୍କେର ଚତକ୍ସ୍ଟର୍ଦ୍ଦିଗର ଶତୃମାନଙ୍କଠାରକ୍ସ୍ଟ ରକ୍ଷା କରିବ। ସଦାପ୍ରଭୁ ତୁମ୍ଭକୁ ନେତା ହବୋପାଇଁ ଅଭିଷିକ୍ତ କରିଛନ୍ତି। ଏ ଚିହ୍ନ ଏହାର ସତ୍ଯତା ପ୍ରତିପାଦନ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଶାମୁୟେଲ ତୈଳପାତ୍ର ନେଇ ତାଙ୍କର ମସ୍ତକରେ ଢାଳିଲେ ଓ ତାଙ୍କୁ ଚୁମ୍ଵନ କରି କହିଲେ, ସଦାପ୍ରଭୁ କି ଆପଣା ଅଧିକାର ଉପରେ⇧ ତୁମ୍ଭକୁ ଅଗ୍ରଣୀ ହେବା ପାଇଁ ଅଭିଷେକ କରି ନାହାନ୍ତି?
Odia Bible ERV 2004 (ପବିତ୍ର ବାଇବଲ)
ଶାମୁୟେଲ ଶାଉଲଙ୍କୁ ଅଭିଷେକ କଲେ ଶାମୁୟେଲ ଏକ ସ୍ୱତନ୍ତ୍ର ତୈଳପାତ୍ର ନେଇ ଶାଉଲଙ୍କ ମସ୍ତକରେ ତାହା ଢାଳିଲେ ଓ ତାଙ୍କୁ ଚୁମ୍ବନ କରି କହିଲେ, “ସଦାପ୍ରଭୁ ତାଙ୍କ ଲୋକମାନଙ୍କର ନେତା ହେବା ପାଇଁ ତୁମ୍ଭକୁ ଅଭିଷିକ୍ତ କରିଛନ୍ତି। ତୁମ୍ଭେ ତାଙ୍କର ଲୋକମାନଙ୍କୁ ନିମନ୍ତ୍ରଣ କରିବ। ତୁମ୍ଭେ ସେମାନଙ୍କର ଚତୁର୍ଦ୍ଦିଗର ଶତ୍ରୁମାନଙ୍କଠାରୁ ରକ୍ଷା କରିବ। ସଦାପ୍ରଭୁ ତୁମ୍ଭକୁ ନେତା ହେବା ପାଇଁ ଅଭିଷିକ୍ତ କରିଛନ୍ତି। ଏ ଚିହ୍ନ ଏହାର ସତ୍ୟତା ପ୍ରତିପାଦନ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଶାମୁୟେଲ ତୈଳପାତ୍ର ନେଇ ତାଙ୍କର ମସ୍ତକରେ ଢାଳିଲେ ଓ ତାଙ୍କୁ ଚୁମ୍ବନ କରି କହିଲେ, “ସଦାପ୍ରଭୁ କି ଆପଣା ଅଧିକାର ଉପରେ ତୁମ୍ଭକୁ ଅଗ୍ରଣୀ ହେବା ପାଇଁ ଅଭିଷେକ କରି ନାହାନ୍ତି?
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଶାମୁୟେଲ ତୈଳପାତ୍ର ନେଇ ତାଙ୍କର ମସ୍ତକରେ ଢାଳିଲେ ଓ ତାଙ୍କୁ ଚୁମ୍ବନ କରି କହିଲେ, ସଦାପ୍ରଭୁ କି ଆପଣା ଅଧିକାର ଉପରେ ତୁମ୍ଭକୁ ଅଗ୍ରଣୀ ହେବା ପାଇଁ ଅଭିଷେକ କରି ନାହାନ୍ତି?