1 Samuel 10:11 — Compare Translations

5 translations compared side by side

Odia - 1840
"ଏଥି ରେ ଯେଉଁମାନେ ପୂର୍ବରକ୍ସ୍ଟ ଶାଉଲଙ୍କକ୍ସ୍ଟ ଜାଣିଥିଲେ ସମାନେେ ଦେଖିଲେ ଯେ, ସେ ଭବିଷ୍ଯଦ୍ବକ୍ତାଙ୍କ ପରି ଅନ୍ୟ ଭବିଷ୍ଯଦ୍ବକ୍ତାମାନଙ୍କ ଗହଣ ରେ ନାଚକ୍ସ୍ଟଥିଲେ ଓ ଗାଉଥିଲେ। ତା'ପରେ ଲୋକମାନେ ପରସ୍ପର କକ୍ସ୍ଟହାକକ୍ସ୍ଟହି ହବୋକକ୍ସ୍ଟ ଲାଗିଲେ, କୀଶର ପକ୍ସ୍ଟତ୍ର ପ୍ରତି କ'ଣ ଘଟିଲା? ଶାଉଲ କ'ଣ ଭବିଷ୍ଯଦ୍ବକ୍ତାମାନଙ୍କ ମଧିଅରେ ଜଣେ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ଯେଉଁମାନେ ପୂର୍ବାବଧି ତାଙ୍କୁ ଜାଣିଥିଲେ, ସେସମସ୍ତେ ଯେତେବେଳେ ଦେଖିଲେ ଯେ, ଦେଖ, ସେ ଭବିଷ୍ୟଦ୍ବକ୍ତାମାନଙ୍କ ମଧ୍ୟରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରୁଅଛନ୍ତି, ସେତେବେଳେ ଲୋକମାନେ ପରସ୍ପର କହିଲେ, କୀଶ୍ର ପୁତ୍ର ପ୍ରତି କଅଣ ଘଟିଲା? ଶାଉଲ ହିଁ କି ଭବିଷ୍ୟଦ୍-ବକ୍ତାମାନଙ୍କ ମଧ୍ୟରେ ଜଣେ?
Odia Bible ERV 2004 (ପବିତ୍ର ବାଇବଲ)
ଏଥିରେ ଯେଉଁମାନେ ପୂର୍ବରୁ ଶାଉଲଙ୍କୁ ଜାଣିଥିଲେ ସେମାନେ ଦେଖିଲେ ଯେ, ସେ ଭବିଷ୍ୟ‌ଦ୍‌ବକ୍ତାଙ୍କ ପରି ଅନ୍ୟ ଭବିଷ୍ୟ‌ଦ୍‌ବକ୍ତାମାନଙ୍କ ଗହଣରେ ନାଚୁଥିଲେ ଓ ଗାଉଥିଲେ। ତା’ପରେ ଲୋକମାନେ ପରସ୍ପର କୁହାକୁହି ହେବାକୁ ଲାଗିଲେ, “କୀ‌ଶ୍‌ର ପୁତ୍ର ପ୍ରତି କ’ଣ ଘଟିଲା? ଶାଉଲ କ’ଣ ଭବିଷ୍ୟ‌ଦ୍‌ବକ୍ତାମାନଙ୍କ ମଧ୍ୟରେ ଜଣେ?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ଯେଉଁମାନେ ପୂର୍ବାବଧି ତାଙ୍କୁ ଜାଣିଥିଲେ, ସେସମସ୍ତେ ଯେତେବେଳେ ଦେଖିଲେ ଯେ, ଦେଖ, ସେ ଭବିଷ୍ୟଦ୍‍ବକ୍ତାମାନଙ୍କ ମଧ୍ୟରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରୁଅଛନ୍ତି, ସେତେବେଳେ ଲୋକମାନେ ପରସ୍ପର କହିଲେ, “କୀଶ୍‍ର ପୁତ୍ର ପ୍ରତି କଅଣ ଘଟିଲା?” ଶାଉଲ ହିଁ କି ଭବିଷ୍ୟଦ୍‍ବକ୍ତାମାନଙ୍କ ମଧ୍ୟରେ ଜଣେ?
Odia IRV 2017 (ଓଡିଆ ବାଇବେଲ)
ଏଥିରେ ଯେଉଁମାନେ ପୂର୍ବାବଧି ତାଙ୍କୁ ଜାଣିଥିଲେ, ସେସମସ୍ତେ ଯେତେବେଳେ ଦେଖିଲେ ଯେ, ଦେଖ, ସେ ଭବିଷ୍ୟଦ୍‍ବକ୍ତାମାନଙ୍କ ମଧ୍ୟରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରୁଅଛନ୍ତି, ସେତେବେଳେ ଲୋକମାନେ ପରସ୍ପର କହିଲେ, କୀଶ୍‍ର ପୁତ୍ର ପ୍ରତି କଅଣ ଘଟିଲା? ଶାଉଲ ହିଁ କି ଭବିଷ୍ୟଦ୍‍-ବକ୍ତାମାନଙ୍କ ମଧ୍ୟରେ ଜଣେ?