1 Samuel 10:13 — Compare Translations

5 translations compared side by side

Odia - 1840
"ତା'ପରେ ସେ ଭବିଷ୍ଯତ୍ବାଣୀ କହିବା ବନ୍ଦ କଲେ ଏବଂ ଉପାସନା କରିବାକୁ ଗୃହ ନିକଟସ୍ଥ ଉଚ୍ଚସ୍ଥଳୀକକ୍ସ୍ଟ ଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରିବା ସମାପ୍ତ କଲା ଉତ୍ତାରେ ଉଚ୍ଚସ୍ଥଳୀକି ଗଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଶାଉଲ ଘରେ ପହଞ୍ଚିଲେ ତା’ପରେ ସେ ଭବିଷ୍ୟ‌ଦ୍‌ବାଣୀ କହିବା ବନ୍ଦ କଲେ ଏବଂ ଉପାସନା କରିବାକୁ ଗୃହ ନିକଟସ୍ଥ ଉଚ୍ଚସ୍ଥଳୀକୁ ଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରିବା ସମାପ୍ତ କଲା ଉତ୍ତାରେ ଉଚ୍ଚସ୍ଥଳୀକି ଗଲେ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ସେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରିବା ସମାପ୍ତ କଲା ଉତ୍ତାରେ ଉଚ୍ଚସ୍ଥଳୀକୁ ଗଲେ।