1 Samuel 10:14 — Compare Translations
5 translations compared side by side
Odia - 1840
"ଶାଉଲ କକା ତାଙ୍କୁ ଓ ତାଙ୍କର ୟକ୍ସ୍ଟବାଙ୍କକ୍ସ୍ଟ ପଚାରିଲେ, ତୁମ୍ଭମାନେେ କେଉଁଠାକକ୍ସ୍ଟ ୟାଇଥିଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଶାଉଲଙ୍କର ପିତୃବ୍ୟ ତାଙ୍କୁ ଓ ତାଙ୍କର ଯୁବାକୁ ପଚାରିଲେ, ତୁମ୍ଭେମାନେ କେଉଁଠାକୁ ଯାଇଥିଲ? ସେ କହିଲେ, ଗଧ ଖୋଜିବା ପାଇଁ; ମାତ୍ର ସେମାନେ ମିଳିଲେ ନାହିଁ ବୋଲି ଦେଖି, ଆମ୍ଭେମାନେ ଶାମୁୟେଲଙ୍କ ନିକଟକୁ ଆସିଲୁ ।
Odia Bible ERV 2004 (ପବିତ୍ର ବାଇବଲ)
ଶାଉଲଙ୍କ କକା ତାଙ୍କୁ ଓ ତାଙ୍କର ଯୁବାଙ୍କୁ ପଗ୍ଭରିଲେ, “ତୁମ୍ଭେମାନେ କେଉଁଠାକୁ ଯାଇଥିଲ।” ଶାଉଲ ଉତ୍ତର ଦେଲା, “ଗଧ ଖୋଜିବାକୁ ଯାଇଥିଲୁ। କିନ୍ତୁ ସେମାନେ ନ ମିଳିବାରୁ ଆମ୍ଭେ ଶାମୁୟେଲ ନିକଟକୁ ଦେଖାକରିବାକୁ ଆସିଲୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଶାଉଲଙ୍କର ପିତୃବ୍ୟ ତାଙ୍କୁ ଓ ତାଙ୍କର ଯୁବାକୁ ପଚାରିଲେ, “ତୁମ୍ଭେମାନେ କେଉଁଠାକୁ ଯାଇଥିଲ?” ସେ କହିଲେ, “ଗଧ ଖୋଜିବା ପାଇଁ; ମାତ୍ର ସେମାନେ ମିଳିଲେ ନାହିଁ ବୋଲି ଦେଖି, ଆମ୍ଭେମାନେ ଶାମୁୟେଲଙ୍କ ନିକଟକୁ ଆସିଲୁ।”
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଶାଉଲଙ୍କର ପିତୃବ୍ୟ ତାଙ୍କୁ ଓ ତାଙ୍କର ଯୁବାକୁ ପଚାରିଲେ, ତୁମ୍ଭେମାନେ କେଉଁଠାକୁ ଯାଇଥିଲ? ସେ କହିଲେ, ଗଧ ଖୋଜିବା ପାଇଁ; ମାତ୍ର ସେମାନେ ମିଳିଲେ ନାହିଁ ବୋଲି ଦେଖି, ଆମ୍ଭେମାନେ ଶାମୁୟେଲଙ୍କ ନିକଟକୁ ଆସିଲୁ।