1 Samuel 10:15 — Compare Translations
5 translations compared side by side
Odia - 1840
"ଏଥି ରେ ଶାଉଲଙ୍କ ପିତୃବ୍ଯ କହିଲେ, ମୁ ନିବଦନେ କରୁଛି ଶାମକ୍ସ୍ଟଯଲେ ତୁମ୍ଭକୁ କ'ଣ କହିଲେ ମାେତେ କକ୍ସ୍ଟହ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ଶାଉଲଙ୍କର ପିତୃବ୍ୟ କହିଲେ, ମୁଁ ନିବେଦନ କରୁଅଛି, ଶାମୁୟେଲ ତୁମ୍ଭମାନଙ୍କୁ କʼଣ କହିଲେ, ମୋତେ କୁହ ।
Odia Bible ERV 2004 (ପବିତ୍ର ବାଇବଲ)
ଏଥିରେ ଶାଉଲଙ୍କ ପିତୃବ୍ୟ କହିଲେ, “ମୁଁ ନିବେଦନ କରୁଛି ଶାମୁୟେଲ ତୁମ୍ଭକୁ କ’ଣ କହିଲେ ମୋତେ କୁହ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ଶାଉଲଙ୍କର ପିତୃବ୍ୟ କହିଲେ, “ମୁଁ ନିବେଦନ କରୁଅଛି, ଶାମୁୟେଲ ତୁମ୍ଭମାନଙ୍କୁ କʼଣ କହିଲେ,” ମୋତେ କୁହ।
Odia IRV 2017 (ଓଡିଆ ବାଇବେଲ)
ଏଥିରେ ଶାଉଲଙ୍କର ପିତୃବ୍ୟ କହିଲେ, ମୁଁ ନିବେଦନ କରୁଅଛି, ଶାମୁୟେଲ ତୁମ୍ଭମାନଙ୍କୁ କ’ଣ କହିଲେ, ମୋତେ କୁହ।