1 Samuel 10:16 — Compare Translations

5 translations compared side by side

Odia - 1840
"ଶାଉଲ ଉତ୍ତର ରେ କହିଲେ, ସେ କହିଲେ ଯେ, ଗଧମାନେ ମିଳି ଗଲଣେି। କିନ୍ତୁ ଶାଉଲ ତା'ର କକାକକ୍ସ୍ଟ ଶାମକ୍ସ୍ଟଯଲେ ଦ୍ବାରା କକ୍ସ୍ଟହାୟାଇଥିବା ରାଜତ୍ବ ବିଷଯ ରେ କହିଲେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଶାଉଲ ଆପଣା ପିତୃବ୍ୟଙ୍କୁ କହିଲେ, ଗଧସବୁ ମିଳିଲେ ବୋଲି ସେ ଆମ୍ଭମାନଙ୍କୁ ସ୍ପଷ୍ଟ ରୂପେ କହିଲେ । ମାତ୍ର ରାଜତ୍ଵର ଯେଉଁ କଥା ଶାମୁୟେଲ କହିଥିଲେ, ତାହା ସେ ତାଙ୍କୁ ଜଣାଇଲେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଶାଉଲ ଉତ୍ତରରେ କହିଲେ, “ସେ କହିଲେ ଯେ, ଗଧମାନେ ମିଳି ଗଲେଣି।” କିନ୍ତୁ ଶାଉଲ ତା’ର କକାକୁ ଶାମୁୟେଲ ଦ୍ୱାରା କୁହାଯାଇଥିବା ରାଜତ୍ୱ ବିଷୟରେ କହିଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଶାଉଲ ଆପଣା ପିତୃବ୍ୟଙ୍କୁ କହିଲେ, “ଗଧସବୁ ମିଳିଲେ ବୋଲି ସେ ଆମ୍ଭମାନଙ୍କୁ ସ୍ପଷ୍ଟରୂପେ କହିଲେ।” ମାତ୍ର ରାଜତ୍ଵର ଯେଉଁ କଥା ଶାମୁୟେଲ କହିଥିଲେ, ତାହା ସେ ତାଙ୍କୁ ଜଣାଇଲେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଶାଉଲ ଆପଣା ପିତୃବ୍ୟଙ୍କୁ କହିଲେ, ଗଧସବୁ ମିଳିଲେ ବୋଲି ସେ ଆମ୍ଭମାନଙ୍କୁ ସ୍ପଷ୍ଟ ରୂପେ କହିଲେ। ମାତ୍ର ରାଜତ୍ୱର ଯେଉଁ କଥା ଶାମୁୟେଲ କହିଥିଲେ, ତାହା ସେ ତାଙ୍କୁ ଜଣାଇଲେ ନାହିଁ।