1 Samuel 10:17 — Compare Translations

5 translations compared side by side

Odia - 1840
"ଶାମକ୍ସ୍ଟଯଲେ ଇଶ୍ରାୟେଲବାସୀଙ୍କକ୍ସ୍ଟ ମିସପୀ ରେ ଏକତ୍ରୀତ ହବୋପାଇଁ ଡକାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଶାମୁୟେଲ ଲୋକମାନଙ୍କୁ ମିସ୍ପୀରେ ସଦାପ୍ରଭୁଙ୍କ ନିକଟକୁ ଏକତ୍ର ଡକାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଶାମୁୟେଲ ଶାଉଲଙ୍କୁ ରାଜା ପଦରେ ଘୋଷଣା କଲେ ଶାମୁୟେଲ ଇସ୍ରାଏଲବାସୀଙ୍କୁ ମି‌ସ୍‌ପୀରେ ଏକତ୍ରିତ ହେବା ପାଇଁ ଡକାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଶାମୁୟେଲ ଲୋକମାନଙ୍କୁ ମିସ୍ପାରେ ସଦାପ୍ରଭୁଙ୍କ ନିକଟକୁ ଏକତ୍ର ଡକାଇଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଶାମୁୟେଲ ଲୋକମାନଙ୍କୁ ମିସ୍ପାରେ ସଦାପ୍ରଭୁଙ୍କ ନିକଟକୁ ଏକତ୍ର ଡକାଇଲେ।