1 Samuel 10:18 — Compare Translations
5 translations compared side by side
Odia - 1840
"ସେ ଇଶ୍ରାୟେଲବାସୀଙ୍କକ୍ସ୍ଟ କହିଲେ, ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର କହନ୍ତି, ମୁ ଇଶ୍ରାୟେଲକକ୍ସ୍ଟ ମିଶରରକ୍ସ୍ଟ ବାହାର କରି ଆଣିଲି, ମୁ ତୁମ୍ଭମାନଙ୍କୁ ମିଶରୀଯମାନଙ୍କଠାରକ୍ସ୍ଟ ରକ୍ଷା କଲି ଓ ଅନ୍ୟ ଦେଶମାନଙ୍କର ନିଯନ୍ତ୍ରଣରକ୍ସ୍ଟ ତୁମ୍ଭକୁ ରକ୍ଷା କଲି।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଓ ସେ ଇସ୍ରାଏଲ-ସନ୍ତାନମାନଙ୍କୁ କହିଲେ, ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର କହନ୍ତି, ଆମ୍ଭେ ଇସ୍ରାଏଲକୁ ମିସରରୁ ବାହାର କରି ଆଣିଲୁ ଓ ଆମ୍ଭେ ମିସ୍ରୀୟମାନଙ୍କ ହସ୍ତରୁ ଓ ଯେସକଳ ରାଜ୍ୟର ଲୋକମାନେ ତୁମ୍ଭମାନଙ୍କ ପ୍ରତି ଉପଦ୍ରବ କଲେ, ସେମାନଙ୍କ ହସ୍ତରୁ ତୁମ୍ଭମାନଙ୍କୁ ଉଦ୍ଧାର କଲୁ;
Odia Bible ERV 2004 (ପବିତ୍ର ବାଇବଲ)
ସେ ଇସ୍ରାଏଲବାସୀଙ୍କୁ କହିଲେ, “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କହନ୍ତି, ‘ମୁଁ ଇସ୍ରାଏଲକୁ ମିଶରରୁ ବାହାର କରି ଆଣିଲି, ମୁଁ ତୁମ୍ଭମାନଙ୍କୁ ମିଶରୀୟମାନଙ୍କଠାରୁ ରକ୍ଷା କଲି ଓ ଅନ୍ୟ ଦେଶମାନଙ୍କର ନିୟନ୍ତ୍ରଣରୁ ତୁମ୍ଭକୁ ରକ୍ଷା କଲି।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଓ ସେ ଇସ୍ରାଏଲ-ସନ୍ତାନଗଣଙ୍କୁ କହିଲେ, “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କହନ୍ତି, ‘ଆମ୍ଭେ ଇସ୍ରାଏଲକୁ ମିସରରୁ ବାହାର କରି ଆଣିଲୁ ଓ ଆମ୍ଭେ ମିସରୀୟମାନଙ୍କ ହସ୍ତରୁ ଓ ଯେସକଳ ରାଜ୍ୟର ଲୋକମାନେ ତୁମ୍ଭମାନଙ୍କ ପ୍ରତି ଉପଦ୍ରବ କଲେ, ସେମାନଙ୍କ ହସ୍ତରୁ ତୁମ୍ଭମାନଙ୍କୁ ଉଦ୍ଧାର କଲୁ;’
Odia IRV 2017 (ଓଡିଆ ବାଇବେଲ)
ଓ ସେ ଇସ୍ରାଏଲ ସନ୍ତାନଗଣଙ୍କୁ କହିଲେ, ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କହନ୍ତି, ଆମ୍ଭେ ଇସ୍ରାଏଲକୁ ମିସରରୁ ବାହାର କରି ଆଣିଲୁ ଓ ଆମ୍ଭେ ମିସ୍ରୀୟମାନଙ୍କ ହସ୍ତରୁ ଓ ଯେସକଳ ରାଜ୍ୟର ଲୋକମାନେ ତୁମ୍ଭମାନଙ୍କ ପ୍ରତି ଉପଦ୍ରବ କଲେ, ସେମାନଙ୍କ ହସ୍ତରୁ ତୁମ୍ଭମାନଙ୍କୁ ଉଦ୍ଧାର କଲୁ;