1 Samuel 10:19 — Compare Translations

5 translations compared side by side

Odia - 1840
"କିନ୍ତୁ ତୁମ୍ଭମାନେେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶଓରଙ୍କୁ ଆଜି ପରିତ୍ଯାଗ କଲ। ପରମେଶ୍ବର ତୁମ୍ଭମାନଙ୍କୁ ସବୁ ଅସକ୍ସ୍ଟବିଧାରକ୍ସ୍ଟ ଓ ସମସ୍ଯାରକ୍ସ୍ଟ ରକ୍ଷା କରନ୍ତି। କିନ୍ତୁ ତୁମ୍ଭମାନେେ କହିଲ, 'ଆମ୍ଭମାନଙ୍କୁ ଶାସନ କରିବାକୁ ଆମ୍ଭେ ଜଣେ ରାଜା ଗ୍ଭହକ୍ସ୍ଟଁ।' ସେଥିପାଇଁ ତୁମ୍ଭମାନଙ୍କର ଜାତି ଓ ପରିବାରବର୍ଗ ଅନକ୍ସ୍ଟସା ରେ ସଦାପ୍ରଭୁଙ୍କ ନିକଟରେ ଉପସ୍ଥିତ ହକ୍ସ୍ଟଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ତୁମ୍ଭମାନଙ୍କର ଯେଉଁ ପରମେଶ୍ଵର ଆପେ, ତୁମ୍ଭମାନଙ୍କର ସମସ୍ତ ଅମଙ୍ଗଳ ଓ କ୍ଳେଶରୁ ତୁମ୍ଭମାନଙ୍କୁ ଉଦ୍ଧାର କରନ୍ତି, ତୁମ୍ଭେମାନେ ଆଜି ତାହାଙ୍କୁ ଅଗ୍ରାହ୍ୟ କଲ ଓ ତାହାଙ୍କୁ କହିଲ, ଯାହା ହେଉ, ଆମ୍ଭମାନଙ୍କ ଉପରେ ଏକ ରାଜା ନିଯୁକ୍ତ କର,ଏହେତୁ ତୁମ୍ଭେମାନେ ଏବେ ଆପଣା ଆପଣା ବଂଶାନୁସାରେ ଓ ସହସ୍ର ସହସ୍ର ଅନୁସାରେ ସଦାପ୍ରଭୁଙ୍କ ସାକ୍ଷାତରେ ଉପସ୍ଥିତ ହୁଅ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କୁ ଆଜି ପରିତ୍ୟାଗ କଲ। ପରମେଶ୍ୱର ତୁମ୍ଭମାନଙ୍କୁ ସବୁ ଅସୁବିଧାରୁ ଓ ସମସ୍ୟାରୁ ରକ୍ଷା କରନ୍ତି। କିନ୍ତୁ ତୁମ୍ଭେମାନେ କହିଲ, ‘ଆମ୍ଭମାନଙ୍କୁ ଶାସନ କରିବାକୁ ଆମ୍ଭେ ଜଣେ ରାଜା ଗ୍ଭହୁଁ।’ ସେଥିପାଇଁ ତୁମ୍ଭମାନଙ୍କର ଜାତି ଓ ପରିବାରବର୍ଗ ଅନୁସାରେ ସଦାପ୍ରଭୁଙ୍କ ନିକଟରେ ଉପସ୍ଥିତ ହୁଅ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ତୁମ୍ଭମାନଙ୍କର ଯେଉଁ ପରମେଶ୍ୱର ଆପେ, ତୁମ୍ଭମାନଙ୍କର ସମସ୍ତ ଅମଙ୍ଗଳ ଓ କ୍ଳେଶରୁ ତୁମ୍ଭମାନଙ୍କୁ ଉଦ୍ଧାର କରନ୍ତି, ତୁମ୍ଭେମାନେ ଆଜି ତାହାଙ୍କୁ ଅଗ୍ରାହ୍ୟ କଲ ଓ ତାହାଙ୍କୁ କହିଲ, ଯାହାହେଉ, ‘ଆମ୍ଭମାନଙ୍କ ଉପରେ ଏକ ରାଜା ନିଯୁକ୍ତ କର,’ ଏହେତୁ ତୁମ୍ଭେମାନେ ଏବେ ଆପଣା ଆପଣା ବଂଶାନୁସାରେ ଓ ସହସ୍ର ସହସ୍ର ଅନୁସାରେ ସଦାପ୍ରଭୁଙ୍କ ସାକ୍ଷାତରେ ଉପସ୍ଥିତ ହୁଅ।”
Odia IRV 2017 (ଓଡିଆ ବାଇବେଲ)
ମାତ୍ର ତୁମ୍ଭମାନଙ୍କର ଯେଉଁ ପରମେଶ୍ୱର ଆପେ, ତୁମ୍ଭମାନଙ୍କର ସମସ୍ତ ଅମଙ୍ଗଳ ଓ କ୍ଳେଶରୁ ତୁମ୍ଭମାନଙ୍କୁ ଉଦ୍ଧାର କରନ୍ତି, ତୁମ୍ଭେମାନେ ଆଜି ତାହାଙ୍କୁ ଅଗ୍ରାହ୍ୟ କଲ ଓ ତାହାଙ୍କୁ କହିଲ, ଯାହା ହେଉ, ଆମ୍ଭମାନଙ୍କ ଉପରେ ଏକ ରାଜା ନିଯୁକ୍ତ କର, ଏହେତୁ ତୁମ୍ଭେମାନେ ଏବେ ଆପଣା ଆପଣା ବଂଶାନୁସାରେ ଓ ସହସ୍ର ସହସ୍ର ଅନୁସାରେ ସଦାପ୍ରଭୁଙ୍କ ସାକ୍ଷାତରେ ଉପସ୍ଥିତ ହୁଅ।