1 Samuel 10:2 — Compare Translations
5 translations compared side by side
Odia - 1840
"ଆଜି ତୁମ୍ଭେ ମାେତେ ଏଠି ଛାଡି ଗଲାପରେ ବିନ୍ଯାମୀନ ସୀମାର ସେଲଠା ରେ ରାହେଲ କବର ନିକଟରେ ଦକ୍ସ୍ଟଇ ପୁରୁଷଙ୍କ ସାକ୍ଷାତ ପାଇବ। ସେ ଦକ୍ସ୍ଟଇଜଣ ତୁମ୍ଭକୁ କହିବେ, 'ତୁମ୍ଭେ ଯେଉଁ ଗଧମାନଙ୍କୁ ଖାଜେକ୍ସ୍ଟଥିଲ, ସମାନେେ ମିଳିଛନ୍ତି। ତକ୍ସ୍ଟମ୍ଭ ବାପା ଗଧମାନଙ୍କ ପାଇଁ ବ୍ଯସ୍ତ ନିହଁନ୍ତି ବରଂ ତକ୍ସ୍ଟମ୍ଭପାଇଁ ଅଟନ୍ତି ଓ କହନ୍ତି, ମାେ ପକ୍ସ୍ଟଅ ପାଇଁ ମୁ କ'ଣ କରିବି।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଜି ତୁମ୍ଭେ ଯେତେବେଳେ ମୋହର ନିକଟରୁ ପ୍ରସ୍ଥାନ କରିବ, ସେତେବେଳେ ବିନ୍ୟାମୀନର ସୀମାସ୍ଥିତ ସେଲ୍ସହରେ ରାହେଲ-କବର ନିକଟରେ ଦୁଇ ପୁରୁଷଙ୍କର ସାକ୍ଷାତ ପାଇବ; ପୁଣି ସେମାନେ ତୁମ୍ଭକୁ କହିବେ, ତୁମ୍ଭେ ଯେଉଁ ଗଧମାନଙ୍କୁ ଖୋଜିବାକୁ ଯାଇଥିଲ, ସେମାନେ ମିଳିଲେ; ଆଉ ଦେଖ, ତୁମ୍ଭ ପିତା ଗଧମାନଙ୍କ ଚିନ୍ତା ଛାଡ଼ି ତୁମ୍ଭମାନଙ୍କ ବିଷୟରେ ଚିନ୍ତା କରି କହୁଛନ୍ତି, ମୁଁ ଆପଣା ପୁତ୍ର ପାଇଁ କଅଣ କରିବି?
Odia Bible ERV 2004 (ପବିତ୍ର ବାଇବଲ)
ଆଜି ତୁମ୍ଭେ ମୋତେ ଏଠି ଛାଡ଼ି ଗଲାପରେ ବିନ୍ୟାମୀନ ସୀମାର ସେଲଠାରେ ରାହେଲର କବର ନିକଟରେ ଦୁଇ ପୁରୁଷଙ୍କ ସାକ୍ଷାତ ପାଇବ। ସେ ଦୁଇଜଣ ତୁମ୍ଭକୁ କହିବେ, ‘ତୁମ୍ଭେ ଯେଉଁ ଗଧମାନଙ୍କୁ ଖୋଜୁଥିଲ, ସେମାନେ ମିଳିଛନ୍ତି। ତୁମ୍ଭ ବାପା ଗଧମାନଙ୍କ ପାଇଁ ବ୍ୟସ୍ତ ନୁହନ୍ତି ବରଂ ତୁମ୍ଭ ପାଇଁ ଅଟନ୍ତି ଓ କହନ୍ତି, ମୋ’ ପୁଅ ପାଇଁ ମୁଁ କ’ଣ କରିବି।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଜି ତୁମ୍ଭେ ଯେତେବେଳେ ମୋହର ନିକଟରୁ ପ୍ରସ୍ଥାନ କରିବ, ସେତେବେଳେ ବିନ୍ୟାମୀନ୍ର ସୀମାସ୍ଥିତ ସେଲ୍ସହରେ ରାହେଲ-କବର ନିକଟରେ ଦୁଇ ପୁରୁଷଙ୍କର ସାକ୍ଷାତ ପାଇବ; ପୁଣି, ସେମାନେ ତୁମ୍ଭକୁ କହିବେ, ‘ତୁମ୍ଭେ ଯେଉଁ ଗଧମାନଙ୍କୁ ଖୋଜିବାକୁ ଯାଇଥିଲ, ସେମାନେ ମିଳିଲେ; ଆଉ ଦେଖ, ତୁମ୍ଭ ପିତା ଗଧମାନଙ୍କ ଚିନ୍ତା ଛାଡ଼ି ତୁମ୍ଭମାନଙ୍କ ବିଷୟରେ ଚିନ୍ତା କରି କହୁଛନ୍ତି, ମୁଁ ଆପଣା ପୁତ୍ର ପାଇଁ କଅଣ କରିବି?’
Odia IRV 2017 (ଓଡିଆ ବାଇବେଲ)
ଆଜି ତୁମ୍ଭେ ଯେତେବେଳେ ମୋହର ନିକଟରୁ ପ୍ରସ୍ଥାନ କରିବ, ସେତେବେଳେ ବିନ୍ୟାମୀନ୍ର ସୀମାସ୍ଥିତ ସେଲ୍ସହରେ ରାହେଲ-କବର ନିକଟରେ ଦୁଇ ପୁରୁଷଙ୍କର ସାକ୍ଷାତ ପାଇବ; ପୁଣି, ସେମାନେ ତୁମ୍ଭକୁ କହିବେ, ତୁମ୍ଭେ ଯେଉଁ ଗଧମାନଙ୍କୁ ଖୋଜିବାକୁ ଯାଇଥିଲ, ସେମାନେ ମିଳିଲେ; ଆଉ ଦେଖ, ତୁମ୍ଭ ପିତା ଗଧମାନଙ୍କ ଚିନ୍ତା ଛାଡ଼ି ତୁମ୍ଭମାନଙ୍କ ବିଷୟରେ ଚିନ୍ତା କରି କହୁଛନ୍ତି, ମୁଁ ଆପଣା ପୁତ୍ର ପାଇଁ କଅଣ କରିବି?