1 Samuel 10:20 — Compare Translations
5 translations compared side by side
Odia - 1840
"ଏପ୍ରକା ରେ ଶାମକ୍ସ୍ଟଯଲେ ଇଶ୍ରାୟେଲର ସମସ୍ତ ପରିବାରବର୍ଗଙ୍କକ୍ସ୍ଟ ଏକତ୍ରୀତ କରନ୍ତେ, ପ୍ରଥମତଃ ବିନ୍ଯାମୀନ ପରିବାରବର୍ଗ ନିର୍ଣ୍ଣିତ ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ଶାମୁୟେଲ ଇସ୍ରାଏଲର ସମସ୍ତ ବଂଶକୁ ନିକଟକୁ ଅଣାନ୍ତେ, ବିନ୍ୟାମୀନ ବଂଶ ନିର୍ଣ୍ଣୀତ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏପ୍ରକାରେ ଶାମୁୟେଲ ଇସ୍ରାଏଲର ସମସ୍ତ ପରିବାରବର୍ଗଙ୍କୁ ଏକତ୍ରିତ କରନ୍ତେ, ପ୍ରଥମତଃ ବିନ୍ୟାମୀନ ପରିବାରବର୍ଗ ନିର୍ଣ୍ଣିତ ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ଶାମୁୟେଲ ଇସ୍ରାଏଲର ସମସ୍ତ ବଂଶକୁ ନିକଟକୁ ଅଣାନ୍ତେ, ବିନ୍ୟାମୀନ୍ ବଂଶ ନିର୍ଣ୍ଣୀତ ହେଲା।
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ଶାମୁୟେଲ ଇସ୍ରାଏଲର ସମସ୍ତ ବଂଶକୁ ନିକଟକୁ ଅଣାନ୍ତେ, ବିନ୍ୟାମୀନ୍ ବଂଶ ନିର୍ଣ୍ଣିତ ହେଲା।