1 Samuel 10:21 — Compare Translations

5 translations compared side by side

Odia - 1840
"ଶାମକ୍ସ୍ଟଯଲେ କହିଲେ ଯେ, ବିନ୍ଯାମୀନ ପରିବାରବର୍ଗଙ୍କକ୍ସ୍ଟ ଏକ ଏକ ପରି ଆଗକକ୍ସ୍ଟ ଆସିବା ପାଇଁ। ମଟ୍ରିର ଗୋଷ୍ଠୀ ନିର୍ଣ୍ଣିତ ହେଲା। ତା'ପରେ ଶାମକ୍ସ୍ଟଯଲେ ସହେି ପରିବାରବର୍ଗର ପ୍ରେତ୍ୟକକ ଲୋକଙ୍କକ୍ସ୍ଟ ଆଗକକ୍ସ୍ଟ ଆସିବାକକ୍ସ୍ଟ କହିଲେ। କୀଶ୍ଙ୍କ ପକ୍ସ୍ଟତ୍ର ଶାଉଲ ବଛାଗଲେ। କୀଶ୍ଙ୍କ ପକ୍ସ୍ଟତ୍ର ଶାଉଲଙ୍କକ୍ସ୍ଟ ସଠାେରେ ଖୋଜାଗଲା,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେ ବିନ୍ୟାମୀନ ବଂଶକୁ ଏକ ଏକ ଗୋଷ୍ଠୀ ଅନୁସାରେ ନିକଟକୁ ଅଣାନ୍ତେ, ମଟ୍ରିର ଗୋଷ୍ଠୀ ନିର୍ଣ୍ଣୀତ ହେଲା ଓ ତହିଁ ମଧ୍ୟରୁ କୀଶ୍ର ପୁତ୍ର ଶାଉଲ ନିର୍ଣ୍ଣୀତ ହେଲେ; ମାତ୍ର ସେମାନେ ତାଙ୍କୁ ଖୋଜନ୍ତେ, ସେ ମିଳିଲେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଶାମୁୟେଲ କହିଲେ ଯେ, ବିନ୍ୟାମୀନ ପରିବାରବର୍ଗଙ୍କୁ ଏକ ଏକ ପରି ଆଗକୁ ଆସିବା ପାଇଁ। ମଟ୍ରିର ଗୋଷ୍ଠୀ ନିର୍ଣ୍ଣିତ ହେଲା। ତା’ପରେ ଶାମୁୟେଲ ସେହି ପରିବାରବର୍ଗର ପ୍ରତ୍ୟେକ ଲୋକଙ୍କୁ ଆଗକୁ ଆସିବାକୁ କହିଲେ। କୀ‌ଶ୍‌ଙ୍କ ପୁତ୍ର ଶାଉଲ ବଛାଗଲେ। କୀ‌ଶ୍‌ଙ୍କ ପୁତ୍ର ଶାଉଲଙ୍କୁ ସେଠାରେ ଖୋଜାଗଲା, କିନ୍ତୁ ସେଠାରେ ଲୋକମାନେ ଶାଉଲଙ୍କୁ ଖୋଜି ପାଇଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ବିନ୍ୟାମୀନ୍ ବଂଶକୁ ଏକ ଏକ ଗୋଷ୍ଠୀ ଅନୁସାରେ ନିକଟକୁ ଅଣାନ୍ତେ, ମଟ୍ରିର ଗୋଷ୍ଠୀ ନିର୍ଣ୍ଣୀତ ହେଲା ଓ ତହିଁ ମଧ୍ୟରୁ କୀଶ୍‍ର ପୁତ୍ର ଶାଉଲ ନିର୍ଣ୍ଣୀତ ହେଲେ; ମାତ୍ର ସେମାନେ ତାଙ୍କୁ ଖୋଜନ୍ତେ, ସେ ମିଳିଲେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ବିନ୍ୟାମୀନ୍ ବଂଶକୁ ଏକ ଏକ ଗୋଷ୍ଠୀ ଅନୁସାରେ ନିକଟକୁ ଅଣାନ୍ତେ, ମଟ୍ରିର ଗୋଷ୍ଠୀ ନିର୍ଣ୍ଣିତ ହେଲା ଓ ତହିଁ ମଧ୍ୟରୁ କୀଶ୍‍ର ପୁତ୍ର ଶାଉଲ ନିର୍ଣ୍ଣିତ ହେଲେ; ମାତ୍ର ସେମାନେ ତାଙ୍କୁ ଖୋଜନ୍ତେ, ସେ ମିଳିଲେ ନାହିଁ।