1 Samuel 10:22 — Compare Translations
5 translations compared side by side
Odia - 1840
"ତା'ପରେ ଲୋକମାନେ ସଦାପ୍ରଭୁଙ୍କୁ ପଚାରିଲେ, ଏପର୍ୟ୍ଯନ୍ତ ଶାଉଲ ଏଠାକକ୍ସ୍ଟ ଆସିଛନ୍ତି କି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏନିମନ୍ତେ ସେମାନେ ପୁନର୍ବାର ସଦାପ୍ରଭୁଙ୍କୁ ପଚାରିଲେ, କି ଆଉ କୌଣସି ଲୋକ ଏଠାକୁ ଆସିବାର ଅଛି? ତହିଁରେ ସଦାପ୍ରଭୁ ଉତ୍ତର କଲେ, ଦେଖ, ସେ ସାମଗ୍ରୀ ମଧ୍ୟରେ ଆପଣାକୁ ଲୁଚାଇଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଲୋକମାନେ ସଦାପ୍ରଭୁଙ୍କୁ ପଗ୍ଭରିଲେ, “ଏପର୍ଯ୍ୟନ୍ତ ଶାଉଲ ଏଠାକୁ ଆସିଛନ୍ତି କି?” ସଦାପ୍ରଭୁ କହିଲେ, “ସେ ଏଠାରେ ଥିବା ସାମଗ୍ରୀମାନଙ୍କ ମଧ୍ୟରେ ନିଜକୁ ଗୋପନ ରଖିଛି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏନିମନ୍ତେ ସେମାନେ ପୁନର୍ବାର ସଦାପ୍ରଭୁଙ୍କୁ ପଚାରିଲେ, “କି ଆଉ କୌଣସି ଲୋକ ଏଠାକୁ ଆସିବାର ଅଛି?” ତହିଁରେ ସଦାପ୍ରଭୁ ଉତ୍ତର କଲେ, “ଦେଖ, ସେ ସାମଗ୍ରୀ ମଧ୍ୟରେ ଆପଣାକୁ ଲୁଚାଇଅଛି।”
Odia IRV 2017 (ଓଡିଆ ବାଇବେଲ)
ଏନିମନ୍ତେ ସେମାନେ ପୁନର୍ବାର ସଦାପ୍ରଭୁଙ୍କୁ ପଚାରିଲେ, କି ଆଉ କୌଣସି ଲୋକ ଏଠାକୁ ଆସିବାର ଅଛି? ତହିଁରେ ସଦାପ୍ରଭୁ ଉତ୍ତର କଲେ, ଦେଖ, ସେ ସାମଗ୍ରୀ ମଧ୍ୟରେ ଆପଣାକୁ ଲୁଚାଇଅଛି।