1 Samuel 10:23 — Compare Translations

5 translations compared side by side

Odia - 1840
"ଲୋକମାନେ ଖାଜେିଲେ ଏବଂ ତାଙ୍କୁ ସାମଗ୍ରୀ ପଛପଟେ ପାଇଲେ। ଶାଉଲ ଲୋକମାନଙ୍କ ମଧିଅରେ ଛିଡା ହେଲେ ସେ ସମସ୍ତ ଲୋକଙ୍କ ଅପେକ୍ଷା ଲମ୍ବା ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସେମାନେ ଦୌଡ଼ିଯାଇ ସେଠାରୁ ତାଙ୍କୁ ଆଣିଲେ; ପୁଣି ସେ ଲୋକମାନଙ୍କ ମଧ୍ୟରେ ଛିଡ଼ା ହୁଅନ୍ତେ, ଅନ୍ୟ ସକଳ ଲୋକଙ୍କ ଅପେକ୍ଷା ସ୍କନ୍ଧରୁ ଊର୍ଦ୍ଧ୍ଵକୁ ଉଚ୍ଚ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଲୋକମାନେ ଖୋଜିଲେ ଏବଂ ତାଙ୍କୁ ସାମଗ୍ରୀ ପଛପଟେ ପାଇଲେ। ଶାଉଲ ଲୋକମାନଙ୍କ ମଧ୍ୟରେ ଛିଡ଼ା ହେଲେ ସେ ସମସ୍ତ ଲୋକଙ୍କ ଅପେକ୍ଷା ଲମ୍ବା ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସେମାନେ ଦୌଡ଼ିଯାଇ ସେଠାରୁ ତାଙ୍କୁ ଆଣିଲେ; ପୁଣି, ସେ ଲୋକମାନଙ୍କ ମଧ୍ୟରେ ଛିଡ଼ା ହୁଅନ୍ତେ, ଅନ୍ୟ ସକଳ ଲୋକଙ୍କ ଅପେକ୍ଷା ସ୍କନ୍ଧରୁ ଊର୍ଦ୍ଧ୍ୱକୁ ଉଚ୍ଚ ହେଲେ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ସେମାନେ ଦୌଡ଼ିଯାଇ ସେଠାରୁ ତାଙ୍କୁ ଆଣିଲେ; ପୁଣି, ସେ ଲୋକମାନଙ୍କ ମଧ୍ୟରେ ଛିଡ଼ା ହୁଅନ୍ତେ, ଅନ୍ୟ ସକଳ ଲୋକଙ୍କ ଅପେକ୍ଷା ସ୍କନ୍ଧରୁ ଉର୍ଦ୍ଧ୍ୱକୁ ଉଚ୍ଚ ହେଲେ।