1 Samuel 10:24 — Compare Translations

5 translations compared side by side

Odia - 1840
"ଶାମକ୍ସ୍ଟଯଲେ ଲୋକମାନଙ୍କୁ କହିଲେ, ଏଇ ବ୍ଯକ୍ତିକକ୍ସ୍ଟ ଦେଖ। ପରମେଶ୍ବର ତାଙ୍କୁ ମନୋନୀତ କରିଛନ୍ତି। ତୁମ୍ଭମାନଙ୍କ ମଧିଅରେ ତାଙ୍କଠାରକ୍ସ୍ଟ ସକ୍ସ୍ଟପୁରୁଷ ଆଉ କହେି ନାହାଁନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ଶାମୁୟେଲ ସମସ୍ତ ଲୋକଙ୍କୁ କହିଲେ, ସଦାପ୍ରଭୁ ଯାହାଙ୍କୁ ମନୋନୀତ କରିଅଛନ୍ତି, ତୁମ୍ଭେମାନେ କି ତାଙ୍କୁ ଦେଖୁଛ, ସମସ୍ତ ଲୋକଙ୍କ ମଧ୍ୟରେ ତାଙ୍କ ପରି କେହି ନାହିଁ? ତହିଁରେ ସମସ୍ତ ଲୋକ ଜୟଧ୍ଵନି କରି କହିଲେ, ରାଜା ଚିରଜୀବୀ ହେଉନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
ଶାମୁୟେଲ ଲୋକମାନଙ୍କୁ କହିଲେ, “ଏଇ ବ୍ୟକ୍ତିକୁ ଦେଖ। ପରମେଶ୍ୱର ତାଙ୍କୁ ମନୋନୀତ କରିଛନ୍ତି। ତୁମ୍ଭମାନଙ୍କ ମଧ୍ୟରେ ତାଙ୍କଠାରୁ ସୁପୁରୁଷ ଆଉ କେହି ନାହାନ୍ତି।” ତା’ପରେ ଲୋକମାନେ ପାଟିକଲେ, “ରାଜା ଦୀର୍ଘଜୀବି ହୁଅନ୍ତୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ଶାମୁୟେଲ ସମସ୍ତ ଲୋକଙ୍କୁ କହିଲେ, “ସଦାପ୍ରଭୁ ଯାହାଙ୍କୁ ମନୋନୀତ କରିଅଛନ୍ତି, ତୁମ୍ଭେମାନେ କି ତାଙ୍କୁ ଦେଖୁଅଛ, ସମସ୍ତ ଲୋକଙ୍କ ମଧ୍ୟରେ ତାଙ୍କ ପରି କେହି ନାହିଁ?” ତହିଁରେ ସମସ୍ତ ଲୋକ ଜୟଧ୍ୱନି କରି କହିଲେ, “ରାଜା ଚିରଜୀବୀ ହେଉନ୍ତୁ।”
Odia IRV 2017 (ଓଡିଆ ବାଇବେଲ)
ଏଥିରେ ଶାମୁୟେଲ ସମସ୍ତ ଲୋକଙ୍କୁ କହିଲେ, ସଦାପ୍ରଭୁ ଯାହାଙ୍କୁ ମନୋନୀତ କରିଅଛନ୍ତି, ତୁମ୍ଭେମାନେ କି ତାଙ୍କୁ ଦେଖୁଛ, ସମସ୍ତ ଲୋକଙ୍କ ମଧ୍ୟରେ ତାଙ୍କ ପରି କେହି ନାହିଁ? ତହିଁରେ ସମସ୍ତ ଲୋକ ଜୟଧ୍ୱନି କରି କହିଲେ, ରାଜା ଚିରଜୀବୀ ହେଉନ୍ତୁ।