1 Samuel 10:25 — Compare Translations

5 translations compared side by side

Odia - 1840
"ଶାମକ୍ସ୍ଟଯଲେ ଲୋକମାନଙ୍କୁ ବନ୍ଧକ୍ସ୍ଟତାର ନିଯମ ଜଣାଇଲେ ଏବଂ ତାହା ଖଣ୍ଡେ ପୁସ୍ତକକରେ ଲେଖି ସଦାପ୍ରଭୁଙ୍କ ସମ୍ମକ୍ସ୍ଟଖ ରେ ରଖିଲେ। ତା'ପରେ ଶାମକ୍ସ୍ଟଯଲେ ଲୋକମାନଙ୍କୁ ନିଜ ନିଜ ଘରକକ୍ସ୍ଟ ୟିବାକକ୍ସ୍ଟ କହିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିଉତ୍ତାରେ ଶାମୁୟେଲ ଲୋକମାନଙ୍କୁ ରାଜନୀତି ଜଣାଇଲେ ଓ ତାହା ଖଣ୍ତେ ପୁସ୍ତକରେ ଲେଖି ସଦାପ୍ରଭୁଙ୍କ ସମ୍ମୁଖରେ ରଖିଲେ, ତହୁଁ ଶାମୁୟେଲ ଲୋକମାନଙ୍କର ପ୍ରତ୍ୟେକକୁ ଆପଣା ଆପଣା ଗୃହକୁ ବିଦାୟ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଶାମୁୟେଲ ଲୋକମାନଙ୍କୁ ବନ୍ଧୁତାର ନିୟମ ଜଣାଇଲେ ଏବଂ ତାହା ଖଣ୍ଡେ ପୁସ୍ତକରେ ଲେଖି ସଦାପ୍ରଭୁଙ୍କ ସମ୍ମୁଖରେ ରଖିଲେ। ତା’ପରେ ଶାମୁୟେଲ ଲୋକମାନଙ୍କୁ ନିଜ ନିଜ ଘରକୁ ଯିବାକୁ କହିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଶାମୁୟେଲ ଲୋକମାନଙ୍କୁ ରାଜନୀତି ଜଣାଇଲେ ଓ ତାହା ଖଣ୍ଡେ ପୁସ୍ତକରେ ଲେଖି ସଦାପ୍ରଭୁଙ୍କ ସମ୍ମୁଖରେ ରଖିଲେ, ତହୁଁ ଶାମୁୟେଲ ଲୋକମାନଙ୍କର ପ୍ରତ୍ୟେକକୁ ଆପଣା ଆପଣା ଗୃହକୁ ବିଦାୟ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଶାମୁୟେଲ ଲୋକମାନଙ୍କୁ ରାଜନୀତି ଜଣାଇଲେ ଓ ତାହା ଖଣ୍ଡେ ପୁସ୍ତକରେ ଲେଖି ସଦାପ୍ରଭୁଙ୍କ ସମ୍ମୁଖରେ ରଖିଲେ, ତହୁଁ ଶାମୁୟେଲ ଲୋକମାନଙ୍କର ପ୍ରତ୍ୟେକକୁ ଆପଣା ଆପଣା ଗୃହକୁ ବିଦାୟ କଲେ।