1 Samuel 10:26 — Compare Translations
5 translations compared side by side
Odia - 1840
"ଶାଉଲ ମଧ୍ଯ ଗିବିଯା ରେ ଥିବା ତାଙ୍କ ଘରକକ୍ସ୍ଟ ଫରେିଲେ। କେତକେ ସାହସୀ ବ୍ଯକ୍ତି ଯେଉଁମାନଙ୍କ ହୃଦଯ ପରମେଶ୍ବର ସ୍ପର୍ଶ କରିଥିଲେ, ସମାନେେ ଶାଉଲଙ୍କକ୍ସ୍ଟ ଅନକ୍ସ୍ଟସରଣ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଶାଉଲ ମଧ୍ୟ ଆପଣା ଗୃହ ଗିବୀୟାକୁ ଗଲେ; ଆଉ ପରମେଶ୍ଵର ଯେଉଁମାନଙ୍କର ହୃଦୟ ସ୍ପର୍ଶ କଲେ, ଏପରି ବିକ୍ରମଶାଳୀ ଲୋକମାନେ ତାଙ୍କ ସହିତ ଗମନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଶାଉଲ ମଧ୍ୟ ଗିବିୟାରେ ଥିବା ତାଙ୍କ ଘରକୁ ଫେରିଲେ। କେତେକ ସାହସୀ ବ୍ୟକ୍ତି ଯେଉଁମାନଙ୍କ ହୃଦୟ ପରମେଶ୍ୱର ସ୍ପର୍ଶ କରିଥିଲେ, ସେମାନେ ଶାଉଲଙ୍କୁ ଅନୁସରଣ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଶାଉଲ ମଧ୍ୟ ଆପଣା ଗୃହ ଗିବୀୟାକୁ ଗଲେ; ଆଉ ପରମେଶ୍ୱର ଯେଉଁମାନଙ୍କର ହୃଦୟ ସ୍ପର୍ଶ କଲେ, ଏପରି ବିକ୍ରମଶାଳୀ ଲୋକମାନେ ତାଙ୍କ ସହିତ ଗମନ କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଶାଉଲ ମଧ୍ୟ ଆପଣା ଗୃହ ଗିବୀୟାକୁ ଗଲେ; ଆଉ ପରମେଶ୍ୱର ଯେଉଁମାନଙ୍କର ହୃଦୟ ସ୍ପର୍ଶ କଲେ, ଏପରି ବିକ୍ରମଶାଳୀ ଲୋକମାନେ ତାଙ୍କ ସହିତ ଗମନ କଲେ।