1 Samuel 10:27 — Compare Translations

5 translations compared side by side

Odia - 1840
"କିନ୍ତୁ କେତେ ଖଳ ବ୍ଯକ୍ତି କହିଲେ, କମେିତି ଏ ଲୋକ ଆମକକ୍ସ୍ଟ ରକ୍ଷା କରିବ? ସମାନେେ ଶାଉଲଙ୍କ ବିରକ୍ସ୍ଟଦ୍ଧ ରେ ଖରାପ କଥା କହିଲେ ଏବଂ ତାଙ୍କ ନିକଟକକ୍ସ୍ଟ ଉପହାର ଆଣିବା ପାଇଁ ବାରଣ କଲେ। କିନ୍ତୁ ଶାଉଲ ନୀରବ ରହିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର କେତେକ ପାପାଧମ ସନ୍ତାନ କହିଲେ, ଏଇଟା କିପରି ଆମ୍ଭମାନଙ୍କୁ ଉଦ୍ଧାର କରିବ? ଆଉ ସେମାନେ ତାଙ୍କୁ ତୁଚ୍ଛଜ୍ଞାନ କରି କିଛି ଦର୍ଶନୀ ଆଣିଲେ ନାହିଁ । ମାତ୍ର ସେ ମୌନ ହୋଇ ରହିଲେ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ କେତେ ଖଳ ବ୍ୟକ୍ତି କହିଲେ, “କେମିତି ଏ ଲୋକ ଆମକୁ ରକ୍ଷା କରିବ?” ସେମାନେ ଶାଉଲଙ୍କ ବିରୁଦ୍ଧରେ ଖରାପ କଥା କହିଲେ ଏବଂ ତାଙ୍କ ନିକଟକୁ ଉପହାର ଆଣିବା ପାଇଁ ବାରଣ କଲେ। କିନ୍ତୁ ଶାଉଲ ନୀରବ ରହିଲେ। ନାହଶ ଅମ୍ମୋନୀୟଙ୍କ ରାଜା ଅମ୍ମୋନୀୟକ ରାଜା ନାହଶ୍ ଗାଥ୍ ଓ ରୁବେନ୍ ଗୋଷ୍ଠୀଙ୍କ ଉପରେ ଆକ୍ରମଣ ଚଳାଉ ଥିଲେ। ନାହଶ୍ ସେମାନଙ୍କ ଦକ୍ଷିଣ ଚକ୍ଷୁ ଉପାଡ଼ି ଦେଉଥିଲେ। ଯର୍ଦ୍ଦନ ନଦୀର ପୂର୍ବ ଅବବାହିକାରେ ବାସ କରୁଥିବା ଇସ୍ରାଏଲୀୟମାନଙ୍କୁ ମଧ୍ୟ ସେ ନାଲି ଆଖି ଦେଖାଇ ରଖିଥିଲେ। ସେଥିପାଇଁ 7000 ଇସ୍ରାଏଲୀୟ ଅମ୍ମୋନୀୟଠାରୁ ବାହାରି ଆସି ଯାବେଶ୍ ଗିଲିୟଦରେ ଅବସ୍ଥାନ କଲେ ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର କେତେକ ଦୁଷ୍ଟ ଲୋକମାନେ କହିଲେ, “ଏହି ଲୋକ କିପରି ଆମ୍ଭମାନଙ୍କୁ ଉଦ୍ଧାର କରିବ?” ଆଉ ସେମାନେ ତାଙ୍କୁ ତୁଚ୍ଛଜ୍ଞାନ କରି କିଛି ଦର୍ଶନୀ ଆଣିଲେ ନାହିଁ। ମାତ୍ର ସେ ମୌନ ହୋଇ ରହିଲେ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର କେତେକ ଦୁଷ୍ଟ ଲୋକମାନେ କହିଲେ, ଏହି ଲୋକ କିପରି ଆମ୍ଭମାନଙ୍କୁ ଉଦ୍ଧାର କରିବ? ଆଉ ସେମାନେ ତାଙ୍କୁ ତୁଚ୍ଛଜ୍ଞାନ କରି କିଛି ଦର୍ଶନୀ ଆଣିଲେ ନାହିଁ। ମାତ୍ର ସେ ମୌନ ହୋଇ ରହିଲେ।